Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରିଟେନ୍‌ ପରେ ଆଉ ଗୋଟିଏ ଦେଶ କଲା ବଡ଼ ଘୋଷଣା, ଆସନ୍ତା ସପ୍ତାହରୁ ଆରମ୍ଭ ହେବ ଟିକାକରଣ
  • ||
  • କମୁଛି ସଂକ୍ରମଣ, ଲୋକଙ୍କ ମନରୁ ଦୂର ହେଉଛି କରୋନା ଭୟ, ଆଉ ୬୬୦ ସଂକ୍ରମିତ ହେଲେ ଆରୋଗ୍ୟ
  • ||
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||

ଚିକିତ୍ସା ହେବାକୁ ଆସି ମେଡିକାଲ୍ରୁ କଏଦୀ ଫେରାର୍

23/08/2019 at 8:14 AM

ବରଗଡ ୨୩|୮: ଚିକିତ୍ସା ହେବାକୁ ଆସି ମେଡିକାଲ୍‌ରୁ ଫେରାର୍ ହେଲା କଏଦୀ । ବରଗଡ  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ କଏଦୀ ଫେରାର୍‌ ହୋଇଯାଇଛି । ଶୌଚ ପାଇଁ ଯାଇଥିବା ବେଳେ ଚକ୍‌ମା ଦେଇ ଫେରାର୍ । ବରଗଡ ଉପକାରଗାରର ବିଚାରଧୀନ କଏଦୀ ନକୁଳ ମାଝି  ।

ଗତକାଲି ସନ୍ଧ୍ୟାରେ ବ୍ଲେଡ୍‌ରେ ନିଜ ହାତ ଗୋଡି କାଟି ଦେଇଥିଲା ନକୁଳ । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସର୍ଜରୀ ୱାର୍ଡରେ ଚିକିତ୍ସା ହେଉଥିଲା । ଡକାୟତି କେସ୍‌ରେ ୨ ମାସ ହେବ ସଜ୍ଜା କାଟୁଥିଲା ।

   Related Posts