Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ଚୌଦ୍ବାର ଜେଲ୍‌ରେ ଆତ୍ମହତ୍ୟା କଲେ କଏଦୀ, ଗଞ୍ଜେଇ ଚୋରା ଚାଲାଣ ବେଳେ ହୋଇଥିଲେ ଗିରଫ

18/08/2020 at 1:15 PM

କଟକ ୧୮।୮: ଗଞ୍ଜେଇ ଚୋରା ଚାଲାଣରେ ଗିରଫ ଅଭିଯୁକ୍ତର ଆତ୍ମହତ୍ୟା । କଟକ ଚୌଦ୍ବାର ଜେଲ୍ ର ଆଇସୋଲେସନ ୱାର୍ଡରେ ଆତ୍ମହତ୍ୟା କରିଛନ୍ତି ଅଭିଯୁକ୍ତ । ଆତ୍ମହତ୍ୟା କରିଥିବା କଏଦୀ ଜଣଙ୍କ ବାଲେଶ୍ଵରର ବିଜେନ୍ଦ୍ର ବଣ ।  ଗତ ୧୬ ତାରିଖରେ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ତାଙ୍କୁ ଗିରଫ କରିଥିଲା କେନ୍ଦ୍ରାଞ୍ଚଳ ଗୁଇନ୍ଦା ବିଭାଗ ।

ସୋମବାର ବିଳମ୍ବିତ ରାତିରେ ନିଜ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ଅଭିଯୁକ୍ତ ବିଜେନ୍ଦ୍ରକୁ ଉଦ୍ଧାର କରି ଏସସିବି ମେଡିକାଲକୁ ପଠାଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

   Related Posts