ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୩ ପଜିଟିଭ୍
  • ||
  • ଦେବଗଡ଼ : ଭୁଲିଗଲା ସଂପର୍କ, ମଦ୍ୟପ ବାପାର କଟୁରୀ ଚୋଟରେ ପୁଅ ମୃତ
  • ||
  • ଗଞ୍ଜାମ: ତାରାତାରିଣୀଙ୍କ ପୀଠରେ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ, ଯୋଗଦେବେ ମୁଖ୍ୟମନ୍ତ୍ରୀ
  • ||
  • ପୁରୀ : ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା, ଚକ ନିର୍ମାଣରେ ବ୍ୟସ୍ତ ମୁଖ୍ୟ ବିଶ୍ୱକର୍ମା
  • ||
  • ଉଦଳା: ପ୍ରେମିକାକୁ ଦେଖାକରିବାକୁ ଯାଇଥିଲେ ପ୍ରେମିକ ଧରାପଡିଗଲେ, ଦେଖାଇଲେ ବନ୍ଧୁକ
  • ||

ବୌଦ୍ଧ ଜେଲରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ

12/11/2018 at 12:14 PM

ବୌଦ୍ଧ ୧୨/୧୧: ବୌଦ୍ଧ ଜେଲରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ ହୋଇଯାଇଛି। ମୃତକ  କଏଦୀ ଜଣକ ହେଉଛନ୍ତି ଛତିଶଗଡ଼ର ଗୋପାଳ ବିଶ୍ବାସ। ସେ ଗଞ୍ଜେଇ ବ୍ୟବସାୟରେ ଗିରଫ ହୋଇ  ଜେଲରେ ଥିଲେ।ସେ ଗତ ୮ ମାସ ତଳେ ଗିରଫ ହୋଇ ବୌଦ୍ଧ ଜେଲରେ ଥିଲେ। ହୃଦଘାତ ଯୋଗୁଁ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

 

   Related Posts