Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରୋଧ ପରେ ବାଟକୁ ଆସିଲା ହକି ଇଣ୍ଡିଆ, ଦିଲ୍ଲୀପ ତିର୍କୀ ଆଡହକ୍ କମିଟିର ଚେୟାରମାନେ ଭାବେ ନିଯୁକ୍ତ
  • ||
  • ଅଗଷ୍ଟ ଦ୍ଵିତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ, ଦଶମ ମାର୍କ ଆଧାରରେ ହେବ ମୂଲ୍ୟାୟନ
  • ||
  • ଯାଜପୁର : ବରମୁଣ୍ଡା ଛକରେ ଦୁର୍ଘଟଣା, ଚାଲିଗଲା ନାରାୟଣଙ୍କ ଜୀବନ
  • ||
  • ମୃତ୍ୟୁ ହାରରେ ସାମାନ୍ୟ ହ୍ରାସ : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୭ ଜଣଙ୍କ ଜୀବନ, ୩୫୦୮ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୮୦୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • କଟକ : ଜୁଆ ଆଡ୍ଡାରେ ଅଚାନକ ଚଢାଉ, ୧୧ଜଣ ଜୁଆଡି ଗିରଫ
  • ||

ଥାନାରୁ ଅଭିଯୁକ୍ତ ଫେରାର

8/08/2018 at 5:35 PM

ଥାନାରୁ ଅଭିଯୁକ୍ତ ଫେରାର । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନାରୁ ଗିରଫ ଅଭିଯୁକ୍ତ ଫେରାର । ଚୋରା ମଦ କାରବାର ଅଭିଯୋଗରେ ତଅଁର ଗାଁର କାଳିଆ ଜେନାକୁ ନନ୍ଦିପଦା ପୋଲିସ ଗିରଫ କରିଥିଲା । ତେବେ ପରିସ୍ରା ଯିବାକୁ କହି ଥାନାରୁ ଛୁ ମାରିଥିଲା କାଳିଆ । ଅଭିଯୁକ୍ତକୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଡାଉ କରୁଛି ନନ୍ଦିପଦା ପୋଲିସ ।

   Related Posts