Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଜୟପୁରରେ ଘରୋଇ ବସ୍ ମାଲିକ ସଂଘର ୧୨ ଘଣ୍ଟିଆ ଧର୍ମଘଟ, ଯାତ୍ରୀ ହନ୍ତସନ୍ତ

4/01/2020 at 12:24 PM

ଜୟପୁର ୪।୧: ଜୟପୁରରେ ଘରୋଇ ବସ୍ ମାଲିକ ସଂଘର ୧୨ ଘଣ୍ଟିଆ ଧର୍ମଘଟ । ବିଭିନ୍ନ ଦାବି ନେଇ ଧର୍ମଘଟ ଚଳାଇଛନ୍ତି ବସ୍ ମାଲିକ ସଂଘ ।

ଘରୋଇ ବସଷ୍ଟାଣ୍ଡର ଉନ୍ନତିକରଣ ସହ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ଦାବିରେ ଧର୍ମଘଟ ଚାଲିଛି । ଅବିଭକ୍ତ କୋରାପୁଟ ଜିଲ୍ଲାରେ ଘରୋଇ ବସ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି । ବସ୍ ଚଳାଚଳ ବନ୍ଦ ଥିବାରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

   Related Posts