Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ବ୍ରହ୍ମପୁରକୁ ଗଡୁନି ବସ୍, ଆଜି ତୃତୀୟ ଦିନରେ ଘରୋଇ ବସ୍ ଚଳାଚଳ ବନ୍ଦ

28/11/2019 at 9:13 AM

ବ୍ରହ୍ମପୁର ୨୮।୧୧: ଜିଦ୍ ରେ ଅଟଳ ଗଂଜାମ ଜିଲ୍ଲା ଘରୋଇ ବସ୍ ମାଲିକ ସଂଘ । ଆଜି ତୃତୀୟ ଦିନରେ ଜିଲ୍ଲାରେ ଘରୋଇ ବସ୍ ଚଳାଚଳ ବନ୍ଦ ରହିଛି । ବ୍ରହ୍ମପୁର ସିଟି ବସଷ୍ଟାଣ୍ଡକୁ ହଳଦିଆ ପଦର ସ୍ଥାନାନ୍ତର ପ୍ରତିବାଦରେ ତାତିଛି ସଂଘ ।

ଦାବି ପୂରଣ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ବସ୍ ମାଲିକ ସଂଘ ରୋକ୍ ଠୋକ୍ କହିଛି  । ଫଳରେ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଯାତ୍ରୀଙ୍କ ସୁବିଧା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ରାସ୍ତାରେ ସରକାରୀ ବସ୍ ଓ ସିଟି ବସ୍  ପ୍ରଚଳନର ବ୍ୟବସ୍ଥା ହୋଇଛି ।

   Related Posts