Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • JEE ମେନ୍ ରେଜଲ୍ଟ ପ୍ରକାଶିତ
  • ||
  • ଦେଶର ୪ଟି ସ୍ଥାନରେ ପ୍ରତିଷ୍ଠା ହେବ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ, ଭୁବନେଶ୍ଵରରେ ପ୍ରତିଷ୍ଠା କରିବାକୁ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
  • ||
  • ବଦଳିଲେ ପୋଲିସ କମିଶନର, ସୁଧାଂଶୁଙ୍କ ଜାଗା ନେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ
  • ||
  • ବ୍ରହ୍ମପୁର : ଜମିଜମା ବିବାଦରୁ ବିଧବା ମହିଳାଙ୍କୁ ବୀଭତ୍ସ ହତ୍ୟା
  • ||
  • କଟକ : SCBରେ ମହିଳା ରୋଗୀଙ୍କ ଉପରେ ଖସିପଡିଲା ଫ୍ୟାନ୍, ଆଇସିୟୁରେ ଭର୍ତ୍ତି
  • ||
  • ଭୁବନେଶ୍ବର : ଆନ୍ତର୍ଜାତୀୟ ମହିଳା ଦିବସରେ ବିଜେଡିର ମହିଳା ସମାବେଶ, ମୁଖ୍ୟମନ୍ତ୍ରୀ କହିଲେ ମା’ମାନେ ଆଜନ୍ମ ନେତ୍ରୀ
  • ||
  • ଭୁବନେଶ୍ବର : ଗଠନ ହେଲା ୯ଜଣିଆ ଟାସ୍କ ଫୋର୍ସ, ଆୟତ୍ତ କରିବେ ନିଆଁ
  • ||
  • ବଲାଙ୍ଗିର : ରକ୍ତ ପାଇଁ ଗଲା ଜୀବନ ! ରୋଗୀ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା
  • ||
  • ସମ୍ବଲପୁର : ଜଙ୍ଗଲକୁ ଗଲେ ଠିକଣା ରଖିବ ବନ ବିଭାଗ, ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେଲେ ମିଳିବ ୫ହଜାର
  • ||
  • ସୁନ୍ଦରଗଡ : ବାଲି ଗଦାରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ
  • ||

ପ୍ରିୟଙ୍କା ନିକ ଜନ୍ସଙ୍କ ନିର୍ବନ୍ଧ

18/08/2018 at 1:31 PM

ସବୁ ଚର୍ଚ୍ଚା ଓ ଗୁଜବରେ ପୂର୍ଣ୍ଣଛେଦ ପକାଇ ଶେଷରେ ବିଦେଶୀ ଗାୟକଙ୍କ ହାତ ଧରିଲେ ଦେଶୀ ଗାର୍ଲ ପ୍ରିୟଙ୍କା ଚୋପ୍ରା | ଆଜି ପାରମ୍ପରିକ ରୀତିରେ ପ୍ରିୟଙ୍କା ଚୋପ୍ରାଙ୍କ ନିର୍ବନ୍ଧ ନିକ ଜନ୍ସଙ୍କ ସହ ସମ୍ପନ୍ନ ହୋଇଛି | ପ୍ରିୟଙ୍କା ଚୋପ୍ରା ଏକ ହଳଦୀ ରଙ୍ଗର ଭାରତୀୟ ପୋଷାକରେ ଝଟକୁ ଥିଲେ | ନିକ ଜନ୍ସ ଗୋଲାପୀ ରଙ୍ଗର ସେରୱାନି ପିନ୍ଧିଥିଲେ | ଉଭୟଙ୍କ ନିର୍ବନ୍ଧ ଫୋଟୋ ସୋସିଆଲ ମିଡ଼ିଆରେ ଛାଇଯାଇଛି | ଆଜି ମୁମ୍ବାଇର ଏକ ତାରକା ହୋଟେଲରେ ଉଭୟଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଛି |

   Related Posts