Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁନ୍ଦରଗଡ : ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ପାରାଦୀପ : ପଶ୍ଚିମବଙ୍ଗରେ ମହିଳାଙ୍କୁ ଦୁଷ୍କର୍ମ ପରେ କରିଥିଲା ହତ୍ୟା, ପାରାଦୀପରୁ ହେଲା ଗିରଫ
  • ||
  • ଜାଗର ପ୍ରସ୍ତୁତି : ବାବା ଆଖଣ୍ଡଳମଣିଙ୍କ ପୀଠରେ ଲାଗିଲା କଟକଣା, ମାର୍ଚ୍ଚ ୧୦ରୁ ୨ଦିନ ଯାଏଁ ୧୪୪ ଧାରା
  • ||
  • JEE ମେନ୍ ରେଜଲ୍ଟ ପ୍ରକାଶିତ
  • ||
  • ଦେଶର ୪ଟି ସ୍ଥାନରେ ପ୍ରତିଷ୍ଠା ହେବ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ, ଭୁବନେଶ୍ଵରରେ ପ୍ରତିଷ୍ଠା କରିବାକୁ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
  • ||
  • ବଦଳିଲେ ପୋଲିସ କମିଶନର, ସୁଧାଂଶୁଙ୍କ ଜାଗା ନେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ
  • ||
  • ବ୍ରହ୍ମପୁର : ଜମିଜମା ବିବାଦରୁ ବିଧବା ମହିଳାଙ୍କୁ ବୀଭତ୍ସ ହତ୍ୟା
  • ||
  • କଟକ : SCBରେ ମହିଳା ରୋଗୀଙ୍କ ଉପରେ ଖସିପଡିଲା ଫ୍ୟାନ୍, ଆଇସିୟୁରେ ଭର୍ତ୍ତି
  • ||
  • ଭୁବନେଶ୍ବର : ଆନ୍ତର୍ଜାତୀୟ ମହିଳା ଦିବସରେ ବିଜେଡିର ମହିଳା ସମାବେଶ, ମୁଖ୍ୟମନ୍ତ୍ରୀ କହିଲେ ମା’ମାନେ ଆଜନ୍ମ ନେତ୍ରୀ
  • ||
  • ଭୁବନେଶ୍ବର : ଗଠନ ହେଲା ୯ଜଣିଆ ଟାସ୍କ ଫୋର୍ସ, ଆୟତ୍ତ କରିବେ ନିଆଁ
  • ||

ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ କୁମାର ନାୟକ

22/01/2021 at 1:32 PM

ଭୁବନେଶ୍ବର ୨୨।୧: ରେଭେନ୍ସା ବିଶ୍ବ ବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ ହୋଇଛନ୍ତି । ପ୍ରଫେସର ସଞ୍ଜୟ କୁମାର ନାୟକଙ୍କୁ ରେଭେନ୍ସା ବିଶ୍ବ ବିଦ୍ୟାଳୟର ନୂତନ କୁଳପତି ଭାବେ ନିଯୁକ୍ତି ଦିଆଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପ୍ରଫେସର ସଞ୍ଜୟ ନାୟକଙ୍କୁ ୪ ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି ।

ବର୍ତ୍ତମାନ ପ୍ରଫେସର ସଞ୍ଜୟ କୁମାର ନାୟକ ଚେନ୍ନାଇ ସ୍ଥିତ ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ୍ ଅଫ୍ ପ୍ଲାଷ୍ଟିକ୍ ଇଞ୍ଜିନିୟରିଂ ଆଣ୍ଡ୍ ଟେକ୍ନୋଲୋଜି (CIPET)ର ଚିଫ୍ ଏକାଡେମିକ୍ ଅଫିସର ଅଛନ୍ତି । ତାଙ୍କର ୩୪ ବର୍ଷରୁ ଅଧିକ ଶିକ୍ଷାଦାନର ଅଭିଜ୍ଞତା ରହିଛି । ସେ ୩୫ଟି ବହି ଲେଖିସାରିଛନ୍ତି । ସେ ଡିଏସସି ଏବଂ ୪୦ ଜଣ ପିଏଚଡି ସ୍କଲାରଙ୍କୁ ଗାଇଡ୍ କରିଛନ୍ତି ।

   Related Posts