ପ୍ରଫେସର ଜଗନ୍ନାଥ ଲେଙ୍କା ହେଲେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ସଦସ୍ୟ

Published By : Prameya-News7 Bureau | August 21, 2020 IST

ଭୁବନେଶ୍ୱର୨୧/୮: ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଅର୍ଥନୀତି ବିଭାଗର ପୂର୍ବତନ ମୁଖ୍ୟ ପ୍ରଫେସର ଜଗନ୍ନାଥ ଲେଙ୍କାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନର ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି । ଏ ସଂପର୍କରେ ବିଧିବଦ୍ଧ ଭାବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.