Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

ଆଜି ଇଦ୍ ମିଲାଦୁନ ନବୀ : ମହାପୁରୁଷ ମହମ୍ମଦଙ୍କ ଜନ୍ମ ଦିବସ

30/10/2020 at 9:02 AM

ଭଦ୍ରକ ୩୦।୧୦: ଆଜି ଇଦ୍ ମିଲାଦୁନ ନବୀ । ପ୍ରୋଫେଟ ମହମ୍ମଦଙ୍କ ଜନ୍ମ ଦିବସ । ମୁସଲମାନ ସମ୍ପ୍ରଦାୟର ପବିତ୍ର ପର୍ବ । କୋଭିଡ୍ କଟକଣା ପାଇଁ ନିରାଡମ୍ବର ଭାବେ ପାଳିତ ହେଉଛି ଏହି ପର୍ବ । ଏଥର ସାହି ଓ ବସ୍ତିରୁ ଶୋଭାଯାତ୍ରା ଓ ମେଢ ଉପରେ କଟକଣା ଲଗାଯାଇଛି । ଜିଲ୍ଲାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ୧୬ଟି ଷ୍ଟାଟିକ ପୋଷ୍ଟ ସହ ୧୫ପ୍ଲାଟୁନ ପୋଲିସ ମୁତୟନ ହୋଇଛନ୍ତି । ୩ଟି ପେଟ୍ରୋଲିଂ ଟିମ୍ ମଧ୍ୟ ପେଟ୍ରୋଲିଂ କରୁଛି ।

   Related Posts