Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||

ଚୋରା ମଦ କାରବାର ପ୍ରତିବାଦରେ ବାଙ୍କୀରେ ରାସ୍ତାରୋକ

29/08/2018 at 11:52 PM

ବାଙ୍କୀ ୩୦/୮ : ବାଙ୍କୀ କରବର ଗ୍ରାମରେ ଚୋରା ମଦ କାରବାର ବୃଦ୍ଧି ବାଇବାରେ ଲାଗିଛି | ପ୍ରତିବାଦରେ ଆଜି ଏହି ଗ୍ରାମବାସୀଙ୍କ ପକ୍ଷରୁ ବାଙ୍କୀ କଟକ ମୁଖ୍ୟ ରାସ୍ତା ଅବରୋଧ କରାଯାଇଛି । ସାଧାରଣ ଲୋକ ତଥା ଯାନବାହନ ଯାତାୟତ ଠପ ହୋଇପଡିଛି । ଏନେଇ ବାଙ୍କୀ ଥାନାରେ ବାରମ୍ବାର ଅଭିଯୋଗ କରିଆସୁଥିଲେ ମଧ୍ୟ ପୋଲିସ ପ୍ରଶାସନ ନଶୁଣିବାରୁ ଆଜି ଏହି ଗ୍ରାମଲୋକେ ଏକାଠି ହୋଇ ରାସ୍ତା ରୋକ କରିଛନ୍ତି । ଏହି ମଦ କାରବାର ଯୋଗୁଁ ଗ୍ରାମରେ ଛୋଟବଡ ଗଣ୍ଡଗୋଳ ଦେଖାଦେବାରୁ ଆଜି ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି ଗ୍ରାମବାସୀ । ଯେପର୍ଯ୍ୟନ୍ତ ଚୋରାମଦ କାରବାର ବନ୍ଦ କରିବା ପ୍ରତିଶୃତି ପୋଲିସ ପ୍ରଶାସନଠୁ ନମିଳିଛି ସେପର୍ଯ୍ୟନ୍ତ ଏଭଳି ଆନ୍ଦୋଳନ ଚାଲୁରହିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି ।

   Related Posts