Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ଚଣ୍ଡିଖୋଲରେ ଓଡିଶା ବନ୍ଦ ପ୍ରଭାବ, ତୈଳ ଦର ବୃଦ୍ଧି ପ୍ରତିବାଦରେ ରାସ୍ତା ରୋକ୍

15/07/2021 at 7:25 PM

ଚଣ୍ଡିଖୋଲ ୧୫/୦୭ : ଯାଜପୁର ଜିଲ୍ଲା ବଡଚଣା ବ୍ଲକ କଂଗ୍ରେସ ଓ ବାମପନ୍ଥୀ ଦଳମାନଙ୍କ ପକ୍ଷରୁ ମିଳିତ ଭାବେ ଚଣ୍ଡିଖୋଲ ଗାନ୍ଧୀ ଛକ ଠାରେ ବିରୋଧ ପ୍ରଦର୍ଶନ କରିଛନ୍ତି । ଦଳର କର୍ମକର୍ତ୍ତା ମାନେ ଏକତ୍ରିତ ହୋଇ ବ୍ୟାନର ଧରି ରାଜ୍ୟ ଓ କେନ୍ଦ୍ରରେ ଶାସକ ଦଳର ଜନ ଶୋଷଣ କାର୍ଯ୍ୟକ୍ରମ ଓ ଡିଜେଲ ପେଟ୍ରୋଲର ଅହେତୁକ ଦର ବୃଦ୍ଧି ସହ ଟିକା ଯୋଗାଣରେ ଅବ୍ୟବସ୍ଥାକୁ ନେଇ ୧୬ ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ । ସରକାରଙ୍କ ପକ୍ଷରୁ ଯଦି ଏହି ଅତ୍ୟାବଶକ ସାମଗ୍ରୀର ଅହେତୁକ ଦର ଦାମ ବୃଦ୍ଧି କୁ ନିୟନ୍ତ୍ରଣ କରା ନ ଯାଏ ତେବେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ର ରୂପ ନେବ ବୋଲି କର୍ମକର୍ତ୍ତାମାନେ ଚେତାବନୀ ଦେଇଛନ୍ତି ।

   Related Posts