Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ବିଭିନ୍ନ ଦାବି ନେଇ ରାମ୍‌କୋ ସିମେଣ୍ଟ କାରଖାନା ଆଗରେ ଧାରଣା

23/09/2020 at 10:44 AM

ଚଣ୍ଡିଖୋଲ ୨୩।୯: ବିଭିନ୍ନ ଦାବି ନେଇ ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ୍ ହରିଦାସପୁରଠାରେ ଥିବା ରାମକୋ ସିମେଣ୍ଟ କାରଖାନା ଆଗରେ ତିନୋଟି ପଂଚାୟତର ବହୁ ଲୋକେ ଧାରଣା ଦେଇଛନ୍ତି ।

ରାମକୋ ସିମେଣ୍ଟ କାରଖାନା ପକ୍ଷରୁ ଦିଆ ଯାଇଥିବା ପ୍ରତିଶ୍ରୁତି ପାଳନ କରାଯାଇ ନ ଥିବାବେଳେ, ଜାଲ ଦସ୍ତଖତ କରି ଜମି ହାତେଇବା, ଗ୍ରାମରେ ମାଲବାହୀ ଟ୍ରକ୍ ଯିବା ଆସିବା କରିବା ଫଳରେ ରାସ୍ତାରେ ଖାଲଖମା ସୃଷ୍ଟି ହେବା, ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ନ ମିଳିବା, ଭଳି ବହୁ ଦାବି ନେଇ, ରାମକୋ କମ୍ପାନୀର ମନମାନି କାର୍ଯ୍ୟ ନେଇ ଥାନୁଆଳ, ଆରୁହା, ହରିଦାସପୁର ପଂଚାୟତର ବହୁ ଲୋକେ କମ୍ପାନୀ ଗେଟ୍ ସମୁଖରେ ଧାରଣାରେ ବସିଛନ୍ତି ।

ଦାବି ପୂରଣ ନ ହେଲେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆନ୍ଦୋଳନ କାରି ଚେତବାନୀ ଦେଇଛନ୍ତି । ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ମୁତୟନ ହୋଇଛନ୍ତି ।

   Related Posts