Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ସେବାଶ୍ରମ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ଫାଟକ ସମ୍ମୁଖରେ ମୃତଦେହ ରଖି ବିକ୍ଷୋଭ ପ୍ରଦର୍ଶନ

27/09/2019 at 11:33 AM

କରଞ୍ଜିଆ ୨୭।୯: ଛାତ୍ରୀଙ୍କ ମୃତ୍ୟୁକୁ ନେଇ ସେବାଶ୍ରମରେ ଉତ୍ତେଜନା । କେନ୍ଦୁଝର ଜିଲ୍ଲା କରଞ୍ଜିଆ ଥାନା ହାତୀବାରି ସେବାଶ୍ରମ ଫାଟକ ସମ୍ମୁଖରେ ଛାତ୍ରୀଙ୍କ ମୃତଦେହ ରଖି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଅଭିଭାବକ । ଘଟଣାକୁ ନେଇ ପ୍ରଧାନ ଶିକ୍ଷକଙ୍କ ବହିଷ୍କାର ଦାବି କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଗତକାଲି ରାତିରେ ନବମ ଶ୍ରେଣୀ ଛାତ୍ରୀ ସିନଗା ସରେନ ଅସୁସ୍ଥ ହୋଇପଡିଥିଲେ । ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରିବା ପାଇଁ ଚିକିତ୍ସା କରୁଥିବା ଡାକ୍ତର ପରାମର୍ଶ ଦେଇଥିଲେ । ତେବେ ତାଙ୍କୁ କଟକ ବଡ ମେଡିକାଲ ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା । ଯାହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି ।

   Related Posts