Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ଦର ବୃଦ୍ଧିକୁ ନେଇ ଛାତ୍ର କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ, ନରେନ୍ଦ୍ର ମୋଦିଙ୍କ ଫଟୋରେ ପେଟ୍ରୋଲ ଢାଳି କଲେ ଦାହ

20/10/2021 at 9:13 PM

ବରଗଡ଼, ୨୦/୧୦: ଦେଶରେ ହୁ ହୁ ହୋଇ ବଢୁଥିବା ସମସ୍ତ ସାମଗ୍ରୀର ଦରକୁ ନେଇ ଗର୍ଜିଛି ଛାତ୍ର କଂଗ୍ରେସ । କେନ୍ଦ୍ର ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ଚିତ୍ରକୁ ଦାହ କରାଯାଇଛି । ବରଗଡ଼ ଜିଲ୍ଲା କଂଗ୍ରେସ ପକ୍ଷରୁ ଆଜି ସ୍ଥାନୀୟ ଗାନ୍ଧିଛକ ଠାରେ ବର୍ଦ୍ଧିତ ପେଟ୍ରୋଲ, ଡିଜେଲ, ଖାଇବା ତେଲ ଇତ୍ୟାଦି ତଥା ଅନ୍ୟାନ୍ୟ ସାମଗ୍ରୀର ଦରଦାମ ବୃଦ୍ଧିକୁ ନେଇ ବିକ୍ଷୋଭ ପଦର୍ଶନ କରାଯାଇଥିଲା । ପରେ ନରେନ୍ଦ୍ର ମୋଦିଙ୍କ ଫଟୋରେ ପେଟ୍ରୋଲ ଢାଳି ଦାହ କରାଯାଇଥିଲା

ଆଗାମୀ ଦିନରେ ବର୍ଦ୍ଧିତ ଦରକୁ ହ୍ରାସ କରାନଗଲେ  ବ୍ୟାପକ ଆନ୍ଦୋଳନ କରାଯିବ ବୋଲି ଛାତ୍ର କଂଗ୍ରେସ ପକ୍ଷରୁ  ଚେତାବନୀ ଦିଆଯାଇଛି । ବରଗଡ଼ ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଆଜାଦ ପତିଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

   Related Posts