Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

କୋଣାର୍କ ଥାନା କୁରୁଜଙ୍ଗ ପଞ୍ଚାୟତର ଭାଣପୁର ଗ୍ରାମବାସୀଙ୍କ ଆନ୍ଦୋଳନ

3/08/2018 at 1:04 PM

ରାସ୍ତା ନଥିବା ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ । ସ୍ବାଧୀନତାର ଏତେ ବର୍ଷ ପରେ ବି ଗାଁକୁ ନିତିଦିନିଆ ରାସ୍ତା ନଥିବାରୁ ଗ୍ରାମବାସୀମାନେ ପ୍ରତିବାଦ କରିଛନ୍ତି । କୋଣାର୍କ-କାକଟପୁର ରାସ୍ତା ୩ ଘଣ୍ଟା ଅବରୋଧ କରିବା ସହ ଧାରଣାରେ ବସିଥିଲେ । ଫଳରେ କୋଣାର୍କଠାରୁ କାକାଟପୁର ମାଆ ମଙ୍ଗଳା ପୀଠକୁ ଯାତ୍ରୀବାହୀ ବସ ଚଳାଚଳ ବାଧାପ୍ରାପ୍ତ ହୋଇଛି । ସାଧାରଣ ଲୋକଙ୍କ ସହ ପର୍ଯ୍ୟଟକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ରାସ୍ତା ନିର୍ମାଣ ପାଇଁ ଗାଁ ଲୋକ ବାରମ୍ବାର ପ୍ରଶାସନ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କିଛି ଆଖିଦୃଶିଆ ପଦକ୍ଷେପ ନେଇନଥିବାରୁ ଆଜି ଧାରଣାରେ ବସିଥିଲେ ଲୋକେ । ଖୁବ ଶୀଘ୍ର ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ନମିଳିଲେ ଅନିର୍ଦ୍ଦିଷ୍ଟ କାଳ ଯାଏଁ ରାସ୍ତା ଅବରୋଧ କରାଯିବ ବୋଲି ଚେତାବନୀ ଦିଆଯାଇଛି ।

   Related Posts