Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ରାଜଗାଙ୍ଗପୁରରେ ଜନଶୁଣାଣିକୁ ବିରୋଧ

8/08/2018 at 6:52 AM

ସୁନ୍ଦରଗଡ ୮/୮ : ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁରରେ ଥିବା ଓସିଏଲ ( ଓଡ଼ଶା ସିମେଣ୍ଟ ଲିମିଟେଡ଼) ର ଉତ୍ପାଦନ କ୍ଷମତା ବଢାଇବାକୁ ଯାଇ ଲାଂଜିବେରଣାରେ ଥିବା ଡ଼ୁଲାମାଇଟ ଖଣି ସଂପ୍ରସାରଣ ପାଇଁ ଆଜି ଜଣଶୁଣାଣି ଥିଲା । ଏହି ଜନ ଶୁଣାଣିକୁ ବିରୋଧ କରି ଶତାଧିକ ଲୋକେ ଓସିଏଲର ମୁଖ୍ୟ ଫାଟକରେ ତାଲା ପକାଇ ବନ୍ଦ କରିବା ସହ ଜନଶୁଣାଣି ସ୍ଥାନ ଜାମପାଲ୍ଲୀ ଠାରେ ବ୍ୟାନର ଧରି ବିରୋଧ କରିଛନ୍ତି । ଜନଶୁଣାଣିକୁ ୫ଟି ପଞ୍ଚାୟତବାସୀ ବାଡି, ଠେଙ୍ଗା ଧରି ବିରୋଧ କରିଛନ୍ତି । ଫଳରେ ଖଣି ସପକ୍ଷବାଦୀ ଓ ବିପକ୍ଷବାଦୀ ମୁହାଁମୁହଁ ହୋଇଛନ୍ତି । ଉଭୟ ପକ୍ଷ ଧସ୍ତାଧସ୍ତି ହୋଇଛନ୍ତି । ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି । ସୁରକ୍ଷା ଦୃଷ୍ଟିରୁ ୧୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି ।

   Related Posts