Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • କମିବାରେ ଲାଗିଛି କରୋନା ସଂକ୍ରମଣ, ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୬୪୨ ଆକ୍ରାନ୍ତ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||

ବ୍ରଜରାଜନଗରରେ ବିଧାୟିକା ରାଧାରାଣୀ ପଣ୍ଡାଙ୍କ ପିଏସ୍‌ଓଙ୍କୁ ଆକ୍ରମଣ

18/04/2019 at 1:22 PM

ଝାରସୁଗୁଡା ୧୮|୪: ଝାରସୁଗୁଡା ଜିଲ୍ଲା ଅନ୍ତର୍ଗତ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀରେ ନିର୍ବାଚନୀ ହିଂସା ଘଟଣା ଦେଖିବାକୁ ମିଳିଛି ।

ସୂଚନା ଅନୁସାରେ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀରେ ଥିବା ଗଙ୍ଗାନଗର ବୁଥ୍ ନଂ ୧୮୨ ଓ ୧୮୩କୁ ବ୍ରଜରାଜନଗର ବିଜେପି ପ୍ରାର୍ଥୀ ତଥା ବିଧାୟିକା ରାଧାରାଣୀ ପଣ୍ଡା ଯାଇଥିଲେ । ସେଠାକୁ ରାଧାରାଣୀ ପଣ୍ଡାଙ୍କ ସହ ତାଙ୍କର ପିଏସଓ ରାଧେ କିସାନ୍ ମଧ୍ୟ ଯାଇଥିଲେ। ସେଠାରେ ହଠାତ୍ କିଛି ଲୋକ ରାଧେ କିସାନଙ୍କୁ ଠେଲି ତାଙ୍କ ଉପରକୁ ଆକ୍ରମଣ କରିଥିଲେ। ଏହା ଫଳରେ ରାଧେଙ୍କର ମୁଣ୍ଡ ଫାଟିଯାଇଥିଲା।

ଘଟଣାକୁ ନେଇ ବ୍ରଜରାଜନଗର ବିଜେପି ପ୍ରାର୍ଥୀ ତଥା ବିଧାୟିକା ରାଧାରାଣୀ ପଣ୍ଡା ସିଧାସଳଖ ବିଜେଡିକୁ ଦାୟୀ କରିଛନ୍ତି। ସେ କହିଛନ୍ତି ଯେ, ବିଜେଡିର କର୍ମୀମାନେ ତାଙ୍କ ଉପରକୁ ଆକ୍ରମଣ କରିବା ଲାଗି ଉଦ୍ୟମ କରୁଥିଲେ।

   Related Posts