Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ପରିବର୍ତ୍ତନ ହେବ ପୂଜା ଗାଇଡ୍‌ଲାଇନ୍ ! ସ୍ଥାନ ଓ ସଂକ୍ରମଣର ସ୍ଥିତି ଦେଖି ବଢିପାରେ କଟକଣା

24/09/2021 at 12:46 PM

ଭୁବନେଶ୍ବର ୨୪।୯: ପରିବର୍ତ୍ତନ ହୋଇପାରେ ପୂଜା ଗାଇଡ଼ ଲାଇନ । ଏନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି । ନୂଆ ଗାଇଡ଼ ଲାଇନରେ ସ୍ଥାନ ଓ ସଂକ୍ରମଣର ସ୍ଥିତି ଦେଖି କଟକଣା ବଢ଼ାଇବାକୁ ନିଷ୍ପତ୍ତି ନେବେ ରାଜ୍ୟ ସରକାର । ଗଣେଶ ପୂଜା ପୂର୍ବରୁ ପାର୍ବଣ ନେଇ ସ୍ବତନ୍ତ୍ର ଏସଓପି ଜାରି କରିଥିଲେ ରାଜ୍ୟ ସରକାର । କେନ୍ଦ୍ର ନୂଆ ଗାଇଡ଼ ଲାଇନ ଜାରି କରିବା ପରେ ଆଗକୁ ବିଶେଷଜ୍ଞ ମତ ଓ ସ୍ଥିତି ଦେଖି ନିଆଯିବ ନିଷ୍ପତ୍ତି ।

ଉଲ୍ଲେଖଯୋଗ୍ୟ ଯେ, ଗୁରୁବାର ପାର୍ବଣ ସମୟରେ କଟକଣା ନେଇ କେନ୍ଦ୍ର ସରକାର ନୂଆ ଗାଇଡ଼ ଲାଇନ ଜାରି କରିଛନ୍ତି । ତେବେ ସଂକ୍ରମଣ ହାର ୫ ପ୍ରତିଶତ ଉପରେ ଥିବା ସ୍ଥାନ ଗୁଡ଼ିକରେ ସମାଗମ ଉପରେ କଟକଣା ଜାରି କରିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ ।

   Related Posts