Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ ବିଧାୟକ ଅରୁଣ ଦେ’ ଙ୍କ ପରଲୋକ, କରୋନାରେ ଆକ୍ରାନ୍ତ ପରେ ଚାଲିଥିଲା ଚିକିତ୍ସା
  • ||
  • ସାଗର ହତ୍ୟାକାଣ୍ଡରେ ଦିଲ୍ଲୀ କ୍ରାଇମ ବ୍ରାଞ୍ଚର ୧୭୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ, ସୁଶୀଲ କୁମାର ମୁଖ୍ୟ ଅଭିଯୁକ୍ତ
  • ||
  • ଅନୁଗୋଳ : କାଲି ଜଣଙ୍କର, ଆଜି ଆଉ ଜଣଙ୍କର ମିଳିଲା ମୃତଦେହ : ଏବେବି ଜଣେ ନିଖୋଜ
  • ||
  • ଭୁବନେଶ୍ବର : ଓଡିଶାରେ କମ୍ ରହିଛି ଆର୍ ଭାଲ୍ୟୁ, ୧ ଉପରେ ରହିଲେ ବଢିବ ସଂକ୍ରମଣ : ଡିଏମଇଟି
  • ||
  • ସୋର : ଭୋଜି କରିବାକୁ ଯାଇ ଫେରିଲେନି ଯୁବକ, ମେଡିକାଲରେ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଯାଜପୁର : ଆସନ୍ତା ୪ରୁ ଖୋଲିବ ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର, ଅନୁମତି ଦେଲେ ଜିଲ୍ଲାପାଳ
  • ||
  • ଖଲ୍ଲିକୋଟ : ଖୋଲିଲା ତମ୍ପରା ହ୍ରଦ, ବୋଟିଂର ମଜା ନେଉଛନ୍ତି ପର୍ଯ୍ୟଟକ
  • ||
  • ଚାନ୍ଦବାଲି : ବିଦ୍ୟାଳୟ ବରଣ୍ଡାରେ ପଡିଛି ଅଚିହ୍ନା ବୃଦ୍ଧଙ୍କ ମୃତଦେହ, ତଦନ୍ତ ଆରମ୍ଭ କଲା ପୋଲିସ
  • ||
  • ରାଉରକେଲା : ଆସନ୍ତା ୭ରେ ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ବନ୍ଦ ଡାକରା
  • ||
  • ଚାନ୍ଦବାଲି : ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ କାଉଡିଆଙ୍କ ଭିଡକୁ ଦୃଷ୍ଟିରେ ରଖି କଟକଣା ଜାରି, ଭକ୍ତଶୂନ୍ୟ ମନ୍ଦିର ପରିସର
  • ||

ହାଇକୋର୍ଟ ବେଞ୍ଚ୍ ପ୍ରତିଷ୍ଠା ଦାବିରେ ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ହୋମଯଜ୍ଞ

8/12/2018 at 4:06 PM

ବଲାଙ୍ଗିର ୮|୧୨: ବଲାଙ୍ଗିର ଜିଲ୍ଲାପାଳଙ୍କ ଅଫିସରେ ପୁରା ଆଧ୍ୟାତ୍ମିକ ପରିବେଶ । ଅଫିସଆଗରେ ଚାଲିଛି ହୋମଯଜ୍ଞ । ପାରମ୍ପରିକ ବସ୍ତ୍ର ସହ ପୂଜା ସାମଗ୍ରୀ ଧରି ଏକାଠି ହୋଇଛନ୍ତି ବଲାଙ୍ଗୀରବ୍ରାହ୍ମଣ ସଂଘ । ଶତାଧିକ ପୁରୁଷ ଓ ମହିଳା ହୋମଯଜ୍ଞରେ ସାମିଲ ହୋଇଛନ୍ତି ।   ବଲାଙ୍ଗିରରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ୨୪ଘଣ୍ଟିଆ ବନ୍ଦ ପରର ଏ ଦୃଶ୍ୟ ଦେଖିବାକୁ ମିଳିଛି । ଆନ୍ଦୋଳନର ଚତୁର୍ଥ ଦିନରେ ବ୍ରାହ୍ମଣ ମହାସଂଘ,ଅଘରିଆ ଓ ଯାଦବ ସଂଘ ସାମିଲ ହୋଇ ହାଇକୋର୍ଟ ବେଞ୍ଚ୍ ପ୍ରତିଷ୍ଠା ଦାବି ଉଠାଇଛନ୍ତି ।

   Related Posts