Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ

5/09/2020 at 7:41 AM

ଭୁବନେଶ୍ୱର ୦୫।୦୯: ଆଜି ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଉଭୟ ବିଭାଗର ପରୀକ୍ଷାଫଳକୁ ଉନ୍ମୋଚନ କରିବେ।

ଏହାପରେ ଛାତ୍ରଛାତ୍ରୀ www.orissaresults.nic.in ଓ୍ୱେବ୍ ସାଇଟ୍ ରେ ସେମାନଙ୍କ ରୋଲ୍  ନମ୍ବର ଓ ଆବଶ୍ୟକ ତଥ୍ୟ ଦେଇ ପରୀକ୍ଷା ଫଳ ଜାଣିପାରିବେ । ଚଳିତ ବର୍ଷ ୨ ଲକ୍ଷ ୨୭ ହଜାର ଛାତ୍ରଛାତ୍ରୀ କଳା ବିଭାଗରେ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ବିଭାଗରେ ୮ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।

   Related Posts