Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ପୁଣି ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଫେରାର

28/11/2020 at 6:12 PM

ସମ୍ବଲପୁର୨୮/୧୧: ପୁଣି ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ସମ୍ବଲପୁର କିସିଣ୍ଡା ଅଞ୍ଚଳରୁ ଏହି ଅଭିଯୋଗ ଆସିଛି। ମିଳିଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲା କିସିଣ୍ଡା ଥାନା ଅଞ୍ଚଳର ଜଣେ ୧୭ ବର୍ଷିୟା ଯୁବତୀଙ୍କୁ ଜଣେ ବିବାହିତ ଯୁବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।

ନାବାଳିକାଙ୍କୁ ଘରକୁ ଡାକି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ପରେ ଅଭିଯୁକ୍ତ ଫେରାର ହୋଇଯାଇଥିବା ସୂଚନା ମିଳିଛି। ସମ୍ପୃକ୍ତ ନାବାଳିକାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରିଛନ୍ତି| ବାହାର ରାଜ୍ୟରେ ଡ୍ରାଇଭର କାମ କରୁଥିବା ଜଣେ ବିବାହିତ ଯୁବକ କିସିଣ୍ଡା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରିଛି।

   Related Posts