Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ICU ସିଲ୍, କରୋନା ଆକ୍ରାନ୍ତ ଚିହ୍ନଟ ପରେ ପଦକ୍ଷେପ

26/07/2020 at 11:49 AM

ପୁରୀ  ୨୬।୦୭: ଚାରିଆଡେ କରୋନା ଭୟ । ପ୍ରଥମ ଘର , ଏବେ ମେଡିକାଲରୁ କରୋନା ପଜିଟିଭ୍‌ ପରେ ଚିନ୍ତା ଘାରିଛି ।  ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ICU ସିଲ । ICUରେ ଭର୍ତ୍ତି ଜଣେ ରୋଗୀ କରୋନା ଆକ୍ରାନ୍ତ ଜଣାପଡ଼ିବା ପରେ ICUକୁ ଖାଲି କରାଯାଇ ତାଲା ପକାଇ ଦିଆଯାଇଛି ।

ସେହିପରି ସେଠାରେ ଚିକିତ୍ସା କରୁଥିବା ଡାକ୍ତର, କର୍ମଚାରୀ ଏବଂ ଚିକିତ୍ସିତ ହେଉଥିବା ରୋଗୀଙ୍କୁ କ୍ବାରାଣ୍ଟାଇନରେ ରଖାଯାଇଛି । କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାଜ୍ୟର ବିଭିନ୍ନ ଡାକ୍ତାଖାନା ପରେ ଏବେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୁଣ୍ଡ ବ୍ୟଥାର କାରଣ ପାଲଟିଛି । ଏବେ ସୁଦ୍ଧା ପୁରୀ ଜିଲ୍ଲାରେ ୫୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ଭିତରୁ ୩୪୩ ଜଣ ସୁସ୍ଥ ହୋଇଛନ୍ତି,୨୩୯ଟି ଆକ୍ଟିଭ୍ କେସ ରହିଛି ଏବଂ ଦୁଇଜଣଙ୍କର ମୃତ୍ୟୁ ହୋଇଛି ।

   Related Posts