Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ପୁରୀରେ ପୁଣି ଉଚ୍ଛେଦ କାମ ଆରମ୍ଭ : ୨ ପ୍ଲାଟୁନ ଫୋର୍ସ ମୁତୟନ

20/10/2019 at 10:49 AM

ପୁରୀ ୨୦/୧୦: ପୁରୀରେ ପୁଣି ଉଚ୍ଛେଦ କାମ ଆରମ୍ଭ ହୋଇଛି । ଆଜି ଠାରୁ ମ୍ୟୁନିସିପାଲିଟି ମାର୍କେଟ କମ୍ପ୍ଲେକ୍ସ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି । ୭ଟି ବୁଲଡୋଜର ଦ୍ବାରା ଚାଲିଛି ଉଛେଦ କାର୍ଯ୍ୟ।

ଆଇନ ଶୃଙ୍ଖଳା ସ୍ଥିତି ଉପୁଜିବା ଆଶଙ୍କାରେ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ତେବେ ବିସ୍ଥାପିତ ଦୋକାନୀଙ୍କୁ ଆସନ୍ତା ଦୁଇ ବର୍ଷ ମଧ୍ୟରେ ନୂଆ ମାର୍କେଟ କମ୍ପ୍ଲେକ୍ସରେ ଅବସ୍ଥାପିତ କରାଯିବ ବୋଲି ଜଣାପଡ଼ିଛି।

   Related Posts