Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ

20/10/2021 at 8:13 AM

ପୁରୀ ୨୦।୧୦: ପୁରୀରେ ଦାଦାବଟିକୁ କେନ୍ଦ୍ରକରି ଫୁଟିଲା ଗୁଳି। ଗୁଳିମାଡରେ ସକୁନ୍ତଳା ସାହୁ ନାମକ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ।

ଖବର ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ଗୁଳିମାଡ ହୋଇଛି । କୁମ୍ଭାରପଡା ଥାନା ଅନ୍ତର୍ଗତ ନରେନ୍ଦ୍ରକୋଣ ଆଇଟିଆଇ ଛକଠାରେ ଏହି ଗୁଳିମାଡ ହୋଇଛି। ବିଜୁ ବେହେରା ନାମକ ଜଣେ ଯୁବକ ଦାଦାବଟିକୁ କେନ୍ଦ୍ର କରି ମହିଳାଙ୍କୁ ଗୁଳିମାଡ କରିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। କୁମ୍ଭାରପଡା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ କରୁଛି। ପୂର୍ବରୁ ମଧ୍ୟ ସକୁନ୍ତଳାଙ୍କୁ ଦାଦାବଟି ମଗାଯାଇଥିଲା।

   Related Posts