Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରାର୍ଥୀ ତାଲିକା ଘୋଷଣା କଲେ ମମତା ବାନାର୍ଜୀ : ନନ୍ଦିଗ୍ରାମରୁ ଲଢିବେ ଦିଦି, ମୁସଲିମ ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ
  • ||
  • ଆଠଗଡ : କାଜୁ ବଗିଚାରୁ ଅଜଣା ମହିଳାଙ୍କ ମୃତଦେହ ଠାବ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭଦ୍ରକ : ସେବା ସମବାୟ ସମିତିରେ ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି, ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକ ନିଲମ୍ବିତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୧ କୋଭିଡ୍ ପଜିଟିଭ୍, ୩୩୭୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେବଗଡ : ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଏସଆଇ
  • ||
  • ନୀଳଗିରି : ମହିଳା ସମିତି ସଭ୍ୟାଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ବିଜେଡି ବିଧାୟକ ପ୍ରାର୍ଥୀଙ୍କ ନାଁରେ ମାମଲା ରୁଜୁ
  • ||
  • ବିନିକା : ସହିପାରିଲେନି ବାପଘରୁ ବିଦା ହେବାର ଦୁଃଖ, କାନ୍ଦି କାନ୍ଦି ଚାଲିଗଲା ନବବଧୂଙ୍କ ଜୀବନ
  • ||
  • ଆଠଗଡ : ବାଇକ୍‌କୁ ଧକ୍କା ଦେଲା ‘ନିଶା’ : ଆରୋହୀ ମୃତ, ବସ୍ ଡ୍ରାଇଭର ଫେରାର
  • ||
  • ବଲାଙ୍ଗିର : ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ବେଡ୍‌ସିଟ୍ ଗୁଡାଇ ଛାତ ଉପରୁ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ବାରଙ୍ଗ : ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା : ସିନ୍ ରିକ୍ରିଏସନ୍ କଲା ସିବିଆଇ ଟିମ୍, ବିବନ ବଖାଣିଲା ୨୨ବର୍ଷ ତଳର ଲୋମଟାଙ୍କୁରା ଘଟଣା
  • ||

ସୁପ୍ରିମକୋର୍ଟରେ ପୁରୀ ଶ୍ରୀମନ୍ଦିର ଜନସ୍ବାର୍ଥ ସଂପର୍କିତ ମାମଲାର ଶୁଣାଣି ଘୁଞ୍ଚିଲା

5/09/2018 at 9:10 AM

ନୂଆଦିଲ୍ଲୀ  ୫|୯:  ସୁପ୍ରିମକୋର୍ଟରେ ପୁରୀ ଶ୍ରୀମନ୍ଦିର ଜନସ୍ବାର୍ଥ ସଂପର୍କିତ ମାମଲାର ଶୁଣାଣିକୁ ଘୁଞ୍ଚାଇ ଦିଆଯାଇଛି । ଶୁଣାଣି ପାଇଁ ସୁପ୍ରିମକୋର୍ଟଙ୍କୁ ୪ ସପ୍ତାହର ସମୟ ମାଗିଛନ୍ତି ଆମିକସ କ୍ୟୁରି । ଆମିକସ୍  କ୍ୟୁରି ଗୋପାଳ ସୁବ୍ରମଣ୍ୟମ ଏହି ସମୟ ମାଗିଛନ୍ତି । ଆମିକସ୍  କ୍ୟୁରି ଶ୍ରୀମନ୍ଦିର ପରିଦର୍ଶନ କରି ରିପୋର୍ଟ ଦେବା ପରେ ପରବର୍ତ୍ତୀ ଶୁଣାଣି ହେବ । ଏହି ମାମଲାର ଆଜି ଶୁଣାଣି ହେବାର ଥିଲା । ପୂର୍ବରୁ ସୁପ୍ରିମକୋର୍ଟରେ ଦୁଇଥର ମାମଲାର ଶୁଣାଣି ହୋଇଛି । ପ୍ରଥମେ ଜୁନ୍ ୮ ଓ ପରେ ଜୁଲାଇ ୫ରେ ଶୁଣାଣି କରି ମାନ୍ୟବର ସର୍ବୋଚ୍ଚ ଅଦାଲତ ୧୨ ଟି ଆଦେଶ କାର୍ଯ୍ୟକାରୀ କରିବାକୁ ପ୍ରସ୍ତାବ ଦେଇଥିଲେ ।  ଏହି ପ୍ରସ୍ତାବ ମଧ୍ୟରୁ ୯ଟି ପ୍ରସ୍ତାବ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି । ତେବେ ଅନ୍ନଦାନ ଆଟିକା, ବଂଶାନୁକ୍ରମିକ ସେବା ପରମ୍ପରା ଉଚ୍ଚେଦ ଓ ଶ୍ରୀଜଗନ୍ନାଥ ମନ୍ଦିର ଆଇନ ସଂଶୋଧନ ଉପରେ କୌଣସି ନିଷ୍ପତ୍ତି ନିଆଯାଇପାରିନାହିଁ । ଶ୍ରୀମନ୍ଦିରରେ ଦର୍ଶନ ଶୃଙ୍ଖଳା, ଦାନ ଦକ୍ଷିଣା ଓ ଅନ୍ୟ କିଛି ପ୍ରସଙ୍ଗରେ ମନ୍ଦିର ପରିଚାଳନା କମିଟି ଏବଂ ଛତିଶା ନିଯୋଗ ବୈଠକରେ ଆଲୋଚନା ସରିଛି । ରାଜ୍ୟ ସରକାର ଗଠନ କରିଥିବା ୩ଜଣିଆ ବିଶେଷଜ୍ଞ କମିଟି ମଧ୍ୟ ବିଭିନ୍ନ ପ୍ରସଙ୍ଗକୁ ନେଇ ଜନଶୁଣାଣି କରିବା ସହିତ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଉପରେ ପ୍ରସ୍ତାବ ରଖିଛନ୍ତି ।

   Related Posts