Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଦଶହରାରେ ବନ୍ଦ ରହିବ ଶ୍ରୀମନ୍ଦିର, ଭସାଣୀରେ ମଧ୍ୟାହ୍ନ ୧୨ଟା ପରଠୁ ଦର୍ଶନ ବନ୍ଦ

14/10/2021 at 11:30 AM

ପୁରୀ ୧୪।୧୦: ଚଳିତ ବର୍ଷ ଦଶହରାରେ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର । ଦଶହରାରେ ଶ୍ରୀଜିଉଙ୍କ ସୁନାବେଶ କରାଯିବ । ଶନିବାର ଦିନ ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ହେବ ସାଧାରଣ ଦର୍ଶନ । ଭସାଣୀ ପାଇଁ ମଧ୍ୟାହ୍ନ ୧୨ଟା ପରଠୁ ବନ୍ଦ ରହିବ ଦର୍ଶନ । ଦୁର୍ଗାପୂଜା ଭସାଣୀ ପାଇଁ ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଏଥିପାଇଁ ଶ୍ରୀମନ୍ଦିର ଚତୁଃପାର୍ଶ୍ବ ଏବଂ ମରିଚିକୋଟ ଛକ ପର୍ଯ୍ୟନ୍ତ ଲାଗୁ ହେବ ୧୪୪ ଧାରା । କୋଭିଡ୍ କଟକଣା ଅନୁଯାୟୀ ରବିବାର ବି ଶ୍ରୀମନ୍ଦିର ବନ୍ଦ ରହିବ । ଏ ନେଇ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ।

   Related Posts