Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||

କେବେ ମିଳିବ ଶ୍ରୀଜୀଉଙ୍କ ଦର୍ଶନ ? ଶନିବାର ମିଳିପାରେ ଖୁସି ଖବର

10/12/2020 at 9:13 PM

ପୁରୀ ୧୦/୧୨:  ଶ୍ରୀମନ୍ଦିର ଖୋଲିବା ନେଇ ଆସନ୍ତା ୧୨ ତାରିଖରେ ହେବାକୁ ଥିବା ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଆଲୋଚନା ହେବ । ଆଜି  ଏଭଳି କିଛି ସୂଚନା ଦେଇଛି ଶ୍ରୀମନ୍ଦିର ପ୍ରଶାସନ ।

ଶ୍ରୀମନ୍ଦିର ଖୋଲିବା ସହ ସାଧାରଣ ଭକ୍ତଙ୍କ ଲାଗି କିଭଳି ଦର୍ଶନ ବ୍ୟବସ୍ଥା କରାଯିବ ସେ ସମ୍ପର୍କରେ ଆଲୋଚନା ହେବ ବୋଲି କହିଛନ୍ତି ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ।

ସେହିଭଳି ଏହି ବୈଠକରେ ଶ୍ରୀମନ୍ଦିରରେ ପହିଲିଭୋଗ ନୀତି ସହ ଜାନୁଆରୀ ୧୪ରେ ମକର ସଂକ୍ରାନ୍ତି ଓ ୨୮ରେ ଦେବାଭିଷେକ ନେଇ ମଧ୍ୟ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ କରାଯିବ ବୋଲି ଜଣାପଡ଼ିଛି ।

   Related Posts