Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ସାନିଟାଇଜ୍ ପରେ ଖୋଲିଲା ଶ୍ରୀମନ୍ଦିର, କୋଭିଡ୍ କଟକଣା କଡାକଡି

5/04/2021 at 9:54 AM

ପୁରୀ ୫/୪: ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଆସିବା ପରେ ଏହା ଚିନ୍ତାଜନକ ବିଷୟ ପାଲଟିଛି । ସଂକ୍ରମଣକୁ ଦୃଷ୍ଟିରେ ରଖି ରବିବାର ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଥିଲା । କେବଳ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିକାନ୍ତି ପାଇଁ ସେବାୟତମାନେ ରହିଥିଲେ ।

ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ କରାଯାଇ ଭକ୍ତଙ୍କ ପାଦଚଲା ରାସ୍ତା, ଜୋତା ଷ୍ଟାଣ୍ଡ, ଶ୍ରୀମନ୍ଦିର ଚାରିଦ୍ୱାର, ବାଇଶି ପାହାଚ, ସ୍ନାନମଣ୍ଡପ ପ୍ରଭୃତିସ୍ଥାନକୁ ବିଶୋଧନ କରାଯାଇଛି । ଗତକାଲି ମନ୍ଦିର ସାନିଟାଇଜ୍‌ କରିବା ପରେ ଆଜି ପୁଣି ମନ୍ଦିର ଖୋଲିଛି । ଭକ୍ତମାନେ ସକାଳୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କାରଯାଇଛି । ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତ ମାନେ ମାସ୍କ ବାଧ୍ୟତମୂଳକ ଭାବେ ପିନ୍ଧିବା, ସମାଜିକ ଦୂରତ୍ବ ଓ ହାତ ସାନିଟାଇଜ କରିବା ସହ କୋଭିଡ଼ ନିୟମକୁ କଡ଼ାକଡ଼ି କରାଯାଇଛି ।

   Related Posts