Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

‘Love Nwantiti’ ଗୀତରେ ଜବରଦସ୍ତ ଡ୍ୟାନ୍ସ କଲେ ପି.ଭି ସିନ୍ଧୁ, ଭାଇରାଲ୍ ହେଉଛି ଭିଡିଓ…

9/11/2021 at 2:23 PM

ନୂଆଦିଲ୍ଲୀ ୦୯/୧୧: ରାଷ୍ଟ୍ରିୟ ଭବନରେ ଦେଶର ରାଷ୍ଟ୍ରପତି ୧୪୧ ଜଣଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନିତ କରିଛନ୍ତି। ଏହି ସମୟରେ କ୍ରୀଡା ଜଗତରୁ ବ୍ୟାଡମିଣ୍ଟନ ଖେଳାଳି ପି.ଭି ସିନ୍ଧୁଙ୍କୁ ପଦ୍ମ ଭୂଷଣ ପୁରସ୍କାର ପ୍ରଦାନ କରାଯାଇଛି। ଦେଶର ତୃତୀୟ ସର୍ବୋଚ୍ଚ ନାଗରିକ ପୁରସ୍କାର ପଦ୍ମ ଭୂଷଣ ପାଇବାର କିଛି ସମୟ ପୂର୍ବରୁ ପିଭି ସିନ୍ଧୁ ସୋସିଆଲ ମିଡିଆରେ ତାଙ୍କର ଏକ ଡ୍ୟାନ୍ସ ଭିଡିଓ ସେୟାର କରିଥିଲେ। ଯାହା ଖୁବ୍ ଭାଇରାଲ୍ ହେବାରେ ଲାଗିଛି।

ବ୍ୟାଡମିଣ୍ଟନ ଖେଳାଳି ପି.ଭି ସିନ୍ଧୁ ଇନଷ୍ଟାଗ୍ରାମରେ CK ର ଗୀତ ‘Love Nwantiti’ ରେ ଏକ ଇନଷ୍ଟାଗ୍ରାମ ରିଲ୍ ତିଆରି କରିଥିଲେ। ଯାହା ଅଧିକ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ପିଭି ସିନ୍ଧୁ ସି ଗ୍ରୀନ୍ ରଙ୍ଗର କାଞ୍ଜୀବରମ ଲେହେଙ୍ଗା ପିନ୍ଧିଥିବାର ନଜର ଆସିଛନ୍ତି। ଭିଡିଓରେ ତାଙ୍କର ଡ୍ୟାନ୍ସ ମୁଭ୍ସ ସୋସିଆଲ ମିଡିଆରେ ଲୋକଙ୍କୁ ଦିବାନା କରିଛି।

   Related Posts