Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଦିଲ୍ଲୀରେ ଭୂମିକମ୍ପ ଝଟକା, ଥରିଲା କାଶ୍ମୀର, ପଞ୍ଜାବ ଓ ହରିୟାଣା

20/12/2019 at 5:05 PM

ନୂଆ ଦିଲ୍ଲୀ ୨୦।୧୨ :  ଦିଲ୍ଲୀ ଏବଂ ନ୍ୟାସନାଲ କ୍ୟାପିଟାଲ ରିଜିୟନରେ ଭୂମି କମ୍ପ ଝଟକା। ରିକ୍ଟର ସ୍କେଲରେ ଏହି ଭୂମିକମ୍ପର ତୀବ୍ରତା ୬.୩ ରେକର୍ଡ କରାଯାଇଛି। ଆଫଗାନିସ୍ତାନର ହିନ୍ଦୁକୁଶ ପାର୍ବତ୍ୟ ଅଞ୍ଚଳରେ ଭୂକମ୍ପର ଉତ୍ପତିସ୍ଥଳ ଥିବା ଅନୁମାନ କରଯାଉଛି। ଭୂ-ପୃଷ୍ଠରୁ ୨ଶହ କିଲୋମିଟର ତଳେ ଏହି ଭୂମିକମ୍ପ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବ ସମ୍ପୂର୍ଣ୍ଣ ଉତ୍ତର ଭାରତରେ ଅନୁଭୂତ ହୋଇଛି। ଦିଲ୍ଲୀରେ ଜୋର ଝଟକା ସହ ପଞ୍ଜାବ, ହରିୟାଣା ଓ କାଶ୍ମୀରରେ ମଧ୍ୟ ଲୋକେ କମ୍ପନ ଅନୁଭବ କରିଛନ୍ତି।   

   Related Posts