Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ରାଣୀ ଏଲିଜାବେଥଙ୍କ ସ୍ବାମୀ ପ୍ରିନ୍ସ ଫିଲିପଙ୍କ‌ ପରଲୋକ‌‌

9/04/2021 at 5:13 PM

ନୂଆଦିଲ୍ଲୀ ୦୯/୦୪ : ଇଂଲଣ୍ଡର କୁଇନ୍‌ ଏଲିଜାବେଥ୍‌ (ଦ୍ବିତୀୟ)ଙ୍କ ପତି ପ୍ରିନ୍ସ ଫିଲିପ୍‌ଙ୍କ ଦେହାନ୍ତ ହୋଇଛି । ଶୁକ୍ରବାର ବକିଂହାମ୍‌ ପ୍ୟାଲେସ୍‌ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି । ମୃତ୍ୟୁ ବେଳକୁ ପ୍ରିନ୍ସ ଫିଲିପ୍‌ଙ୍କୁ ୯୯ ବର୍ଷ ହୋଇଥିଲା । ହୃଦରୋଗ ଜନୀତ ସମସ୍ୟା ଯୋଗୁଁ କିଛି ଦିନ ତଳେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପ୍ରିନ୍ସ ଫିଲିପ୍‌ଙ୍କର ସଫଳତାର ସହ ସର୍ଜରୀ ମଧ୍ୟ ହୋଇଥିଲା ।  କିନ୍ତୁ ଶୁକ୍ରବାର ତାଙ୍କର ସ୍ବାସ୍ଥ୍ୟବସ୍ଥା ବିଗିଡିଯାଇଥିଲା । ଡାକ୍ତରମାନଙ୍କ ସମସ୍ତ ପ୍ରକାର ଚେଷ୍ଟା ପରେ ମଧ୍ୟ ତାଙ୍କୁ ବଞ୍ଚାଇବା ସମ୍ଭବପର ହୋଇନଥିଲା ।

ଇଂଲଣ୍ଡର କୁଇନ୍ ଏଲିଜାବେଥ୍‌ (ଦ୍ବିତୀୟ)ଙ୍କ ସ୍ବାମୀ ପ୍ରିନ୍ସ ଫିଲିପ୍‌ ଦୀର୍ଘ ଦିନ ଧରି ବ୍ରିଟିଶ ରାଜତନ୍ତ୍ର ଚଳାଇଥିଲେ । ପ୍ରାୟ ୬୦ ବର୍ଷଧରି ସେ କୁଇନ୍ ଏଲିଜାବେଥ୍‌ (ଦ୍ବିତୀୟ) ସହ ରହିଥିଲେ ପ୍ରିନ୍ସ ଫିଲିପ୍‌ ଏବଂ ବହୁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି​‌ରେ ତାଙ୍କର ସହଭାଗିତା ମଧ୍ୟ ରହିଥିଲା ।

   Related Posts