Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ରାଜଧାନୀରେ ବଢିଛି R ଭ୍ୟାଲୁ, ପାର୍ବଣରେ ଭିଡ ବଢୁଥିବାରୁ ସ୍ଥିତି ଉଦ୍‌ବେଗଜନକ ହୋଇପାରେ କହିଲେ ବିଶେଷଜ୍ଞ

12/10/2021 at 11:42 AM

ଭୁବନେଶ୍ୱର ୧୨/୧୦: ରାଜଧାନୀରେ ପ୍ରତେକ ଦିନ ୨୦୦ ରୁ ୩୦୦ ଭିତରେ ରହୁଛି ସଂକ୍ରମଣ । ଏମିତି କି କିଛି ମାତ୍ରାରେ ଆର ଭ୍ୟାଲୁ ବଢିଛି । ହେଲେ ହସ୍ପିଟାଲ ଆଡ଼ମିଶନ ଗୁରୁତର ରୋଗୀ ସଂଖ୍ୟା କମିଛି । ଏହାସହ ଭେଣ୍ଟିଲେଟରରେ ଆଡ଼ମିଟ ସଂଖ୍ୟା ୧୦ ପ୍ରତିଶତରୁ କମ୍ ଅଛି । ଆଇସିୟୁରେ ଛୋଟ ପିଲା ଆଡ଼ମିଶନ ସଂଖ୍ୟା ୧ପ୍ରତିଶତରୁ କମ୍ ଅଛି ।

ତେଣୁ ଆମେ ଏବେ ଭଲ ସ୍ଥିତିରେ ଅଛନ୍ତି । ରାଜ୍ୟରେ ୩ ମାସ ହେଲାଣି ଦେଖା ଯାଉଛି ସଂକ୍ରମଣ ତଳ ଉପର ହେଉଛି । ଏଭଳି ସ୍ଥିତିରେ କିଭଳି ଟ୍ରାନ୍ସମିସନକୁ କମାଯାଇ ପାରିବ ତାହା ହିଁ ଗୁରୁତ୍ୱପୂର୍ଣ୍ଣ । ପାର୍ବଣ ପାଇଁ କିଛି ଦିନ ହେଲା ଭିଡ଼ ଲାଗି ରହିଛି ଯାହାକି ବହୁତ ଉଦବେଜନକ । ତେବେ ବର୍ତ୍ତମାନ ସମୟରେ ୧୦୦ ରୁ ୮୦ ଜଣ ଲକ୍ଷଣ ବିହୀନ ।

   Related Posts