Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଚଳଚ୍ଚିତ୍ର ସମ୍ପାଦକ ରବିଶଙ୍କର ପଟ୍ଟନାୟକଙ୍କ ପରଲୋକ

22/04/2021 at 2:44 PM

ଭୁବନେଶ୍ୱର ୨୨।୦୪ : ଓଲିଉଡ ପାଇଁ ଆଉ ଏକ ଦୁଃଖଦ ଖବର । ଆରପାରିରେ ବରିଷ୍ଠ ଓଡିଆ ସିନେ ସମ୍ପାଦକ ରବିଶଙ୍କର ପଟ୍ଟନାୟକ । ତାଙ୍କ ମୃତ୍ୟୁ ପରେ ଓଡ଼ିଆ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି।

ଖବର ଅନୁଯାୟୀ, ରବିଶଙ୍କର ପଟ୍ଟନାୟକ ଜଣେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରାପ୍ତ ଚଳଚ୍ଚିତ୍ର ସମ୍ପାଦକ ଥିଲେ। ସେ ୨୦୧୭ ବର୍ଷ ପାଇଁ ଓଡ଼ିଶା ଚଳଚ୍ଚିତ୍ର ଜଗତର ସର୍ବଶ୍ରେଷ୍ଠ ପୁରସ୍କାର “ଜୟଦେବ ପୁରସ୍କାର’ ମଧ୍ୟ ଲାଭ କରିଥିଲେ। ଚଳଚ୍ଚିତ୍ର ସମ୍ପାଦନା କ୍ଷେତ୍ରରେ ନିଜ ଜୀବନବ୍ୟାପୀ ଅବଦାନ ପାଇଁ ସେ ଏହି ପୁରସ୍କାର ପାଇଥିଲେ। ଜୟଦେବ ପୁରସ୍କାରପ୍ରାପ୍ତ ରବି ପଟ୍ଟନାୟକ ‘ଦଣ୍ଡାବାଳୁଙ୍ଗା’ ଓ ‘ଯାହାକୁ ରଖିବେ ଅନନ୍ତ’ ଆଦି ଭଳି ସୁପର୍‌ହିଟ୍‌ ଚଳଚ୍ଚିତ୍ରର ସମ୍ପାଦନା କରିଥିଲେ । ଓଡ଼ିଶାର ପ୍ରଥମ ଚଳଚ୍ଚିତ୍ର ସମ୍ପାଦକ ଥିଲେ ରବିଶଙ୍କର ପଟ୍ଟନାୟକ । ୧୯୭୭ ମସିହାର ଚଳଚ୍ଚିତ୍ର ଅଭିମାନରୁ ସେ ସମ୍ପାଦନା ଆରମ୍ଭ କରିଥିଲେ ରବିଶଙ୍କର ।

   Related Posts