Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ସମସ୍ତ ସହରାଞ୍ଚଳରେ ଶନିବାର ଓ ରବିବାର ସଟ୍‌ଡାଉନ୍‌
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ
  • ||
  • ଭଦ୍ରକ : ଚାକିରୀରୁ ବିଦା ହେଲେ ରସିକିଆ ଶିକ୍ଷକ, ହ୍ବାଟସଆପ୍ ଗ୍ରୁପରେ ପଠାଇଥିଲେ ନିଜ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ
  • ||
  • ଆନନ୍ଦପୁର : ବାଲି ଗାଡି ମାଲିକଙ୍କୁ ହାବିଲଦାର ମାଗୁଥିଲେ ଚାନ୍ଦା, ଆଜି ଶୁଣିଲା ପରେ ଏସପି କଲେ ସସପେଣ୍ଡ
  • ||
  • ସମ୍ବଲପୁର : ବିଗୁଡୁଛି କରୋନା ସ୍ଥିତି : ଭୀମସାର କୋଭିଡ୍ ହସ୍ପିଟାଲର ବଢିବ ଶଯ୍ୟା, ଚାଲିଛି ଦ୍ବିତୀୟ ହସ୍ପିଟାଲ କାମ
  • ||
  • ଜଳେଶ୍ବର : ବସ୍ତା ଷ୍ଟେସନରେ ଏକ୍ସପ୍ରେସ୍ ଟ୍ରେନ୍ ରହଣି ଦାବି, ରେଳରୋକ କଲେ ସ୍ଥାନୀୟ ବାସିନ୍ଦା
  • ||
  • ମହାକାଳପଡା : କେନ୍ଦ୍ରାପଡାରେ ତାଣ୍ଡବ ରଚିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ
  • ||
  • ଖଲ୍ଲିକୋଟ : ବରଗଛ ମୂଳରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର
  • ||
  • ନବରଙ୍ଗପୁର : ୧୦ଦିନ ପରେ ହୋଇଥାନ୍ତା ବାହାଘର, ଗଛରେ ଓଢଣୀ ବାନ୍ଧି ପ୍ରେମିକ ସହ ଝୁଲିପଡିଲେ ଯୁବତୀ
  • ||
  • ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ଭାରତ ଗସ୍ତ ବାତିଲ
  • ||

ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍ : ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ

27/02/2021 at 5:27 PM

କୁଚିଣ୍ଡା ୨୭।୨: ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଜ୍ୟୋତିପଡାଠାରେ ଏକ ଭଡାଘରେ ସେକ୍ସ ରାକେଟ୍ ଠାବ ହୋଇଛି । ଏହି ଘରେ ଜଣେ ମହିଳା ସେକ୍ସ ରାକେଟ୍ ଚଳାଇବା ସହ ଅନୈତିକ କାର୍ଯ୍ୟରେ ଯୁବତୀମାନଙ୍କୁ ନିୟୋଜନ କରୁଥିବା ନେଇ ଅଭିଯୋଗ ହୋଇଥିଲା । ପରେ ପୋଲିସ ଚଢ଼ାଉ କରି ସଂପୃକ୍ତ ମହିଳା ଏବଂ ୨ ଜଣ ଯୁବକଙ୍କୁ ଗିରଫ କରିଛି । ସମସ୍ତଙ୍କର ଡାକ୍ତରୀ ମାଇନା କରାଯାଇଛି ।

ଗିରଫ ମହିଳା ଜଣଙ୍କ ହେଲେ ସୁଜାତା ସିଂ । ତାଙ୍କ ସହ ସମ୍ବଲପୁର ଅଇଁଠାପାଲିର ବିଜୟ ପ୍ରଧାନ ଏବଂ କୁଚିଣ୍ଡାର ରାଜେନ୍ଦ୍ର ପ୍ରଧାନଙ୍କୁ ଡାକ୍ତରୀମାଇନା ପରେ କୁଚିଣ୍ଡା ପୋଲିସ ଗିରଫ କରିଛି । ନାବାଳିକାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ପୋଲିସ ଅଧିକ ତଦନ୍ତ କରୁଛି ।

   Related Posts