Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୭ କୋଭିଡ୍ ପଜିଟିଭ୍, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଓଡିଶା ହାତରୁ ଖସୁଛି ବନ୍ଧୁଗାଁ ବ୍ଲକ, ଲୋଭ ଦେଖାଇ ଗାଁ ଲୋକଙ୍କୁ ନିଜ ଆଡକୁ ଟାଣୁଛି ଆନ୍ଧ୍ର
  • ||
  • ଅଟୋକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ : ଜଣେ ମୃତ, ୩ ଗୁରୁତର
  • ||
  • ବାଇକକୁ ଧକ୍କା ଦେଲା ହାଇଓ୍ୱା, ଆରୋହୀ ମୃତ
  • ||
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ପରଲୋକରେ ତବଲା ସମ୍ରାଟ

30/11/2019 at 7:30 PM

ପରଲୋକରେ ତବଲା ସମ୍ରାଟ ! ଓଡ଼ିଶାର ବିଶିଷ୍ଟ ତବଲା ବାଦକ ରାଧାକାନ୍ତ ନନ୍ଦଙ୍କ ଦେହାନ୍ତ, କଟକର ଏକ ଘରୋଇ ହସ୍ପିଟାଲରେ ଆଜି ଅପରାହ୍ନରେ ଆଖି ବୁଜିଲେ କ୍ୟାନ୍ସରରେ ପୀଡ଼ିତ ରାଧାକାନ୍ତ, ରାଧାକାନ୍ତ ଓଡ଼ିଆ ଫିଲ୍ମ ଓ ଭଜନ ସମେତ ବିଭିନ୍ନ କାର୍ଯ୍ୟକ୍ରମରେ ତବଲା ବାଦନ କରି ବେଶ ଲୋକପ୍ରିୟ ଥିଲେ।

ତାଙ୍କର ବାଦ୍ୟ ବଜାଇବାର ଦକ୍ଷତା ଅତି ସୁନ୍ଦର ଥିଲା। ତାଙ୍କ ମୃତ୍ୟୁରେ ପୂରା କଳାକାର ଜଗତ ଦୁଃଖ ପ୍ରକାଶ କରିଛନ୍ତି।

ଆଜି ଅପରାହ୍ନରେ ତାଙ୍କର ମୃତ୍ୟୁ ଘଟିଛି। ରାଧାକାନ୍ତ ନନ୍ଦ ବହୁ ଓଡ଼ିଆ ଫିଲ୍ମ ଓ ଭଜନ ଆଦିରେ ତବଲା ବାଦ୍ୟରେ ବେଶ ଲୋକପ୍ରିୟ ହୋଇପାରିଥିଲେ। ତାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଈଶ୍ୱରଙ୍କ ପାଖରେ ପ୍ରାର୍ଥନା 

   Related Posts