Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ରାଧାରାଣୀ ପଣ୍ଡା କରୋନା ପଜିଟିଭ୍‌

24/09/2020 at 6:17 PM

ଝାରସୁଗୁଡ଼ା୨୪/୯: ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ନିର୍ବାଚନୀ ମଣ୍ଡଳୀର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା କରୋନା ପଜିଟିଭ୍‌। ସୋସିଆଲ ମିଡିଆରେ ଖୋଦ୍‌ ରାଧାରାଣୀ ସୂଚନା ଦେଇଛନ୍ତି। କେବଳ ରାଧାରାଣୀ ନୁହଁନ୍ତି, ବର୍ତ୍ତମାନ ପରିସ୍ଥିତିରେ ବହୁ ନେତା, ମନ୍ତ୍ରୀ ଏବଂ କଳାକାର କରୋନା ପଜିଟିଭ୍‌ ଚିହ୍ନଟ ହୋଇ ସାରିଲେଣି। ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ।

ବର୍ତ୍ତମାନ ସାଧାରଣ ଲୋକଙ୍କ ସହ ବିଧାୟକଙ୍କ ଠାରୁ ଆରମ୍ଭ କରି ନେତା ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି। ଏହା ଭିତରେ ରାଧାରାଣୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଯେଉଁମାନେ ଗତ କିଛି ଦିନ ହେବ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କରୋନା ପରୀକ୍ଷା କରାଇ ନିଅନ୍ତୁ ବୋଲି ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ତାଙ୍କ କର୍ମୀମାନଙ୍କୁ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି ।

   Related Posts