Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଟିକାକରଣ ଏକ କୋଟି ପାର, ଶୁଭେଚ୍ଛା ଜଣାଇଲା ସ୍ବାସ୍ଥ୍ୟ ବିଭାଗ
  • ||
  • ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୪୫୮୭ କରୋନା ଆକ୍ରାନ୍ତ , ଖୋର୍ଦ୍ଧାରୁ ସର୍ବାଧିକ ୬୭୧ ଡିସଚାର୍ଜ
  • ||
  • ଜୁନ ୨୪ରେ ବୈଠକ ଡାକିଲେ କଂଗ୍ରେସ ହାଇକମାଣ୍ଡ ସୋନିଆ ଗାନ୍ଧି, ଦଳୀୟ କନ୍ଦଳ ନେଇ ହେବ ମାନସମନ୍ଥନ
  • ||
  • ଭଦ୍ରକ : ବ୍ରାଉନସୁଗାର ସେବନକୁ ବିରୋଧ କରିବାରୁ ମାରଣାସ୍ତ୍ର ଧରି ଗୋଡାଇଲେ ଯୁବକ, ୩ ଗିରଫ, ୧୦ ଗ୍ରାମ ବ୍ରାଉନସୁଗାର ଜବତ
  • ||
  • ଭୁବନେଶ୍ବର : କୋଭିଡ୍ ଦ୍ବାରା କ୍ଷତିଗ୍ରସ୍ତ ଅନେକ ଅର୍ଗାନ୍ ରହୁନି ସୁରକ୍ଷିତ – ଡିଏମଇଟି
  • ||
  • ୫୦ ନେତାଙ୍କୁ ପ୍ରିୟଙ୍କା ଗାନ୍ଧୀଙ୍କ ଫୋନ୍ : ‘ଆପଣଙ୍କ ଟିକେଟ୍ କନଫର୍ମ୍, ନିର୍ବାଚନ ପାଇଁ ପ୍ରସ୍ତୁତ ହୁଅ’
  • ||
  • ଇଟ୍ଟାନଗର : ପୁଣି ଥରିଲା ଅରୁଣାଞ୍ଚଳ ପ୍ରଦେଶ, ଇଟ୍ଟାନଗରରେ ଭୂକମ୍ପ ଝଟ୍‌କା
  • ||
  • ଭୁବନେଶ୍ବର : କେନ୍ଦ୍ର ସରକାରଙ୍କ ନୂଆ ଗାଇଡ୍ ଲାଇନ୍ ଅନୁଯାୟୀ ବ୍ୟବହାର ହେବ ଷ୍ଟେରଏଡ୍ – ନିରଞ୍ଜନ ମିଶ୍ର
  • ||
  • ଭୁବନେଶ୍ବର : ଦ୍ବିତୀୟ ଲହର ଅପେକ୍ଷା ତୃତୀୟ ଲହର ପ୍ରଭାବ କମ୍, ତଥାପି ଜୋରଦାର କରିବାକୁ ପଡିବ ଟିକାକରଣ – ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ପାଟଣା : ଘରେ ଶୋଇଥିବା ବେଳେ କାମୁଡିଦେଲା ସାପ, ଚାଲିଗଲା ମହିଳାଙ୍କ ଜୀବନ
  • ||

ଝାରସୁଗୁଡ଼ା ଜିଲ୍ଲା ଖଣିଜ ଉନ୍ନୟନ ପାଣ୍ଠି କମିଟିର ସଦସ୍ୟ ପଦରୁ ଇସ୍ତପା ଦେଲେ ବ୍ରଜରାଜନଗର ବିଜେପି ବିଧାୟିକା ରାଧାରାଣୀ ପଣ୍ଡା

18/01/2019 at 9:40 PM

ଝାରସୁଗୁଡ଼ା ୧୮/୧-ଝାରସୁଗୁଡ଼ା ଜିଲ୍ଲା ଖଣିଜ ଉନ୍ନୟନ ପାଣ୍ଠି କମିଟିର ସଦସ୍ୟ ପଦରୁ ଇସ୍ତପା ଦେଲେ ବ୍ରଜରାଜନଗର ବିଜେପି ବିଧାୟିକା ରାଧାରାଣୀ ପଣ୍ଡା । ଜିଲ୍ଲା ଖଣିଜ ଉନ୍ନୟନ ପାଣ୍ଠିକୁ ନିଜର ପୈତୃକ ସଂପତ୍ତି ଭାବେ ବ୍ୟବହାର କରୁଛନ୍ତି ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ବ୍ୟବହାର କରୁଥିବା ଅଭିଯୋଗ କରିଛନ୍ତି । ଆଜି ସଂଧ୍ୟାରେ ଏକ ସାମ୍ବାଦିକ ସମ୍ମିଳନୀରେ ଆସନ୍ତା ୨୪ ତାରିଖ ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ା ଗ୍ରସ୍ତକୁ ବିରୋଧ କରିବେ ବୋଲି କହିଛନ୍ତି । ଜିଲ୍ଲା ଖଣିଜ ଉନ୍ନୟନ ପାଣ୍ଠିରୁ କର୍କଟ ହସପିଟାଲ ତିଆରି ପାଇଁ ଶୁଭାରମ୍ଭ କରିବାର ଯୋଜନାକୁ ବିରୋଧ କରିବାକୁ କହିଛନ୍ତି ।ଗତ ସେପ୍ଟେମ୍ବର ମାସରୁ ହାଇକୋର୍ଟ କର୍କଟ ହସପିଟାଲ ନିର୍ମାଣ ପାଇଁ ରହିତାଦେଶ ଦେଇଥିବା ବେଳେ ମୁଖ୍ୟମନ୍ତ୍ରୀ କିପରି ଶିଳାନ୍ୟାସ କରିବେ ପ୍ରଶ୍ନ କରିଛନ୍ତି ରାଧାରାଣୀ ପଣ୍ଡା ।ଏହା ହାଇକୋର୍ଟର ଅବମାନନା ବୋଲି କହିଛନ୍ତି ।

   Related Posts