Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ଭିଜିଲାନ୍ସ ଜାଲରେ ବ୍ଲକ୍ କନିଷ୍ଠ ଯନ୍ତ୍ରୀ

26/06/2019 at 9:25 AM

ଜଗତସିଂହପୁର ୨୬|୬: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଜଗତସିଂହପୁର ରଘୁନାଥପୁର ବ୍ଲକ୍ ର କନିଷ୍ଠ ଯନ୍ତ୍ରୀ ତ୍ରିବିକ୍ରମ ସାମନ୍ତରାୟଙ୍କ   ସରକାରୀ କାର୍ଯ୍ୟାଳୟ ଓ  ଜଗତସିଂହପୁର ଚାନ୍ଦୁରା ସ୍ଥିତ ବାସ ଭବନ,  ସମେତ ମୋଟ୍ ୫ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ।

ସେହିପରି ତାଙ୍କ ସ୍ତ୍ରୀଙ୍କ ନାମରେ ଥିବା ଏକ କମ୍ପାନୀ, କୁଜଙ୍ଗ ବ୍ଲକ ବଡ଼ ବାଲିକଣି ସ୍ଥିତ ପୈତୃକ ଘର ଓ ରଘୁନାଥପୁର ଶଶୁର ଘର ଆଦି ସ୍ଥାନରେ ଚଢ଼ାଉ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଆଜି ସକାଳୁ ଏହି ରେଡ୍ ଚାଲିଛି ।

   Related Posts