Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ରାହୁଲ ଗାନ୍ଧୀ ଆଜି ପୁଣି ଯାଉଛନ୍ତି ହାଥରସ, କାର୍ ଚଲାଉଛନ୍ତି ପ୍ରିୟଙ୍କା: ନୋଏଡା ସୀମାରେ ପୋଲିସର ବ୍ୟାରିକେଡ୍

3/10/2020 at 3:07 PM

ହାଥରସ ୦୩/୧୦ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ପୁଣି ହାଥରସ ଯାଉଛନ୍ତି। ସେ ହାଥରସ ପାଇଁ ବାହାରି ସାରିଛନ୍ତି। ରାହୁଲ ଗାନ୍ଧୀଙ୍କୁ ରୋକିବାକୁ ପୋଲିସ ଡ଼ିଏନଡିରେ ବ୍ୟାରିକେଡ଼ ଲାଗିଛି। ରାହୁଲ ଗାନ୍ଧୀ କହିଛନ୍ତି ଯେ ସେ ହାଥରସ ପୀଡିତାଙ୍କ ପରିବାରକୁ ସାକ୍ଷାତ କରିବେ ଓ ତାଙ୍କୁ ନ୍ୟାୟ ଦେବେ। ରାହୁଲ ଗାନ୍ଧୀଙ୍କ ଯାତ୍ରା ପାଇଁ   ଦିଲ୍ଲୀ-ଉତ୍ତ ପ୍ରଦେଶ ସୀମାରେ ବହୁ ସଂଖ୍ୟାରେ ସୁରକ୍ଷାବଳ ନିୟୋଜିତ କରାଯାଇଛି। କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ନିଜେ କାର ଚଲାଉଛନ୍ତି। ରାହୁଲ ଗାନ୍ଧୀ ତାଙ୍କ ସାଇଡରେ ବସିଛନ୍ତି।

ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କ ସହ ୩୫ ସାଂସଦ ମଧ୍ୟ ହାଥରସ ପୀଡିତାଙ୍କ ପରିବାରକୁ ସାକ୍ଷାତ କରିବାକୁ ଚାହୁଁଛନ୍ତି।

   Related Posts