Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୧୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ପାରାଦୀପ : ନକଲି ସାର୍ଟିଫିକେଟ୍ ରାକେଟ୍‌ର ପର୍ଦ୍ଦାଫାଶ : ମେଡିକାଲ୍ ସାର୍ଟିଫିକେଟ୍ ତିଆରି ଅଭିଯୋଗରେ ଯୁବକ ଗିରଫ
  • ||
  • କେନ୍ଦ୍ରାପଡ଼ା : ରାମଚଣ୍ଡୀ ମନ୍ଦିରରୁ ଚୋରି, ତାଲା ଭାଙ୍ଗି ସୁନା ଅଳଙ୍କାର ଲୁଟ୍
  • ||

କଟକ ପରିବର୍ତ୍ତେ ଭୁବନେଶ୍ବରରେ ହେବ ରାହୁଲ ଗାନ୍ଧୀଙ୍କ ସଭା

9/01/2019 at 5:41 PM

ଭୁବନେଶ୍ବର ୯|୧ : ରାହୁଲ ଗାନ୍ଧୀଙ୍କ ଓଡିଶା ଗସ୍ତ ସୂଚୀରେ ପରିବର୍ତ୍ତନ ହୋଇଛି । ଆସନ୍ତା ୨୫ ତାରିଖରେ ରାହୁଲ ଗାନ୍ଧୀଙ୍କ ଓଡିଶା ଗସ୍ତ କାର୍ଯ୍ୟକ୍ରମ ଥିଲା । ରାହୁଲ ପାରାଦୀପ ଓ କଟକ ସମାବେଶରେ ଗର୍ଜିଥାନ୍ତେ । ତେବେ ଦଳର ବରିଷ୍ଠ ନେତାମାନେ ନିଷ୍ପତ୍ତି କରିଛନ୍ତି ଯେ, କଟକ ଅପେକ୍ଷା ଭୁବନେଶ୍ବରରେ ରାହୁଲଙ୍କ କାର୍ଯ୍ୟକ୍ରମ ବେଶ ଫଳପ୍ରଦ ହେବ । ତେଣୁ ଓଡିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ଭୁବନେଶ୍ବର ପଟିଆ ଅଂଚଳରେ ଆଜି ଯାଗା ଖୋଜିବା ଅଭିଯାନ ଚାଲିଛି । ରାହୁଲଙ୍କ ସଭା ସ୍ଥାନ ପରିବର୍ତ୍ତନ ନେଇ କଂଗ୍ରେସ ପକ୍ଷରୁ ଆସନ୍ତା କାଲି ସମ୍ଭବତଃ ବିଧିବଦ୍ଧ ଘୋଷଣା କରାଯିବ ବୋଲି ଦଳର ବରିଷ୍ଠ ନେତା ଅନନ୍ତ ଦାସ ସୃଚନା ଦେଇଛନ୍ତି ।

   Related Posts