Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରାର୍ଥୀ ତାଲିକା ଘୋଷଣା କଲେ ମମତା ବାନାର୍ଜୀ : ନନ୍ଦିଗ୍ରାମରୁ ଲଢିବେ ଦିଦି, ମୁସଲିମ ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ
  • ||
  • ଆଠଗଡ : କାଜୁ ବଗିଚାରୁ ଅଜଣା ମହିଳାଙ୍କ ମୃତଦେହ ଠାବ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭଦ୍ରକ : ସେବା ସମବାୟ ସମିତିରେ ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି, ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକ ନିଲମ୍ବିତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୧ କୋଭିଡ୍ ପଜିଟିଭ୍, ୩୩୭୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେବଗଡ : ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଏସଆଇ
  • ||
  • ନୀଳଗିରି : ମହିଳା ସମିତି ସଭ୍ୟାଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ବିଜେଡି ବିଧାୟକ ପ୍ରାର୍ଥୀଙ୍କ ନାଁରେ ମାମଲା ରୁଜୁ
  • ||
  • ବିନିକା : ସହିପାରିଲେନି ବାପଘରୁ ବିଦା ହେବାର ଦୁଃଖ, କାନ୍ଦି କାନ୍ଦି ଚାଲିଗଲା ନବବଧୂଙ୍କ ଜୀବନ
  • ||
  • ଆଠଗଡ : ବାଇକ୍‌କୁ ଧକ୍କା ଦେଲା ‘ନିଶା’ : ଆରୋହୀ ମୃତ, ବସ୍ ଡ୍ରାଇଭର ଫେରାର
  • ||
  • ବଲାଙ୍ଗିର : ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ବେଡ୍‌ସିଟ୍ ଗୁଡାଇ ଛାତ ଉପରୁ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ବାରଙ୍ଗ : ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା : ସିନ୍ ରିକ୍ରିଏସନ୍ କଲା ସିବିଆଇ ଟିମ୍, ବିବନ ବଖାଣିଲା ୨୨ବର୍ଷ ତଳର ଲୋମଟାଙ୍କୁରା ଘଟଣା
  • ||

ବେଆଇନ ସସ୍ କାରଖାନାରେ ଚଢାଉ, ଜଣେ ଗିରଫ

28/01/2021 at 6:01 PM

ବ୍ରହ୍ମପୁର ୨୮।୧: ବ୍ରହ୍ମପୁର ବଡବଜାର ସୋମନାଥ ନଗରରେ ପୋଲିସର ଚଢାଉ । ବେଆଇନ ଟମାଟୋ ସସ୍ ପ୍ରସ୍ତୁତକାରୀ ୟୁନିଟ୍ ଉପରେ ଚଢାଉ କରିଛି ପୋଲିସ । ଚଢାଉ ବେଳେ ବିପୁଳ ପରିମାଣର ସାମଗ୍ରୀ,  ବୋଟଲ୍, ଫ୍ୟାମିଲି ବ୍ରାଣ୍ଡ ନାମର ଷ୍ଟିକର୍ ଜବତ ହୋଇଛି । ପ୍ରସ୍ତୁତକାରୀ ଶଙ୍କର ସ୍ବାଇଁଙ୍କୁ ପୋଲିସ ଗିରଫ କରିଛି । ଚଢାଉ ପରେ ଉକ୍ତ ୟୁନିଟକୁ ସିଲ୍ କଲା ପୋଲିସ । ବ୍ରହ୍ମପୁର ଅତିରିକ୍ତ ଏସପି ପ୍ରଭାତ ରାଉତରାୟ ଏ ନେଇ ସୂଚନା ଦେଇଛନ୍ତି ।

ଦୀର୍ଘଦିନ ହେଲା ଏହି ସ୍ଥାନରେ ନକଲି କାରଖାନା ଚାଲିଥିବା ନେଇ ପୋଲିସ ନିକଟରେ ଅଭିଯୋଗ ହୋଇଆସୁଥିଲା । ଏନେଇ ପୋଲିସ ନିକଟରେ ଅଭିଯୋଗ ହୋଇଥିଲା । ପରେ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଏଠାରେ ଚଢାଉ କରାଯାଇଥିଲା । ଚଢାଉରେ ବିପୁଳ ପରିମାଣରେ ନକଲି ସାମଗ୍ରୀ ଜବତ ହୋଇଛି ।

ପୂର୍ବରୁ ବଡ଼ବଜାର ଅଞ୍ଚଳରେ ନକଲି ମସଲା କାରବାର ହେଉଥିବା ନେଇ ପୋଲିସକୁ ଖବର ମିଳିବା ପରେ ଏକ ସ୍ୱତନ୍ତ୍ର ଟିମ୍‌ ଗଠନ କରି ଚଢାଉ କରିଥିଲା । ବଡ଼ବଜାର ଅଞ୍ଚଳରେ ଚଢାଉ କରିଥିଲା ପୋଲିସ । ଏହି ଚଢାଉ ବେଳେ ପୋଲିସ ବିପୁଳ ପରିମାଣର ନକଲି ମସଲା ଜବତ କରିଥିଲା । ପାଣ୍ଡବନଗରରେ ମଧ୍ୟ ଚଢାଉ କରିଥିଲା ପୋଲିସ ।

   Related Posts