Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଅପମିଶ୍ରିତ ମଦ କାରଖାନାରେ ଚଢାଉ : ୪୨୫ ଲିଟର ମଦ ଜବତ, ଜଣେ ଅଟକ

31/05/2021 at 7:09 PM

ବ୍ରହ୍ମପୁର ୩୧।୫: ଅପମିଶ୍ରିତ ମଦ କାରଖାନା ଉପରେ ଚଢାଉ । ବ୍ରହ୍ମପୁର ଲାଞ୍ଜିପଲ୍ଲୀ ଦୀପ ସାହିରେ ଅବକାରୀ ବିଭାଗ ଓ ପୋଲିସ ମିଳିତ ଭାବେ ଚଢାଉ କରିଛି । ଅବକାରୀ ଓ ଗୋଷାଣୀନୂଆଗାଁ ପୋଲିସ ମିଳିତ ଭାବେ ଚଢାଉ କରିଛନ୍ତି । ଚଢାଉ ବେଳେ ୪୨୫ ଲିଟର ଅପମିଶ୍ରିତ ମଦ, ପ୍ୟାକିଂ ମେସିନ ସହ ମଦ ପ୍ରସ୍ତୁତି ସାମଗ୍ରୀ ଜବତ ହୋଇଛି । ଏହାସହ ଡି. ଉଦୟଭାନୁ ରେଡ୍ଡୀକୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରଖିଛି ।

   Related Posts