Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ନକଲି କରୋନା ଔଷଧ ଖୋଳତାଡ, କଳାହାଣ୍ଡିର ୨ଟି ସ୍ଥାନରେ ଛାନଭିନ୍

13/06/2021 at 2:15 PM

କଳାହାଣ୍ଡି ୧୩।୬: ହିମାଚଳ ପ୍ରଦେଶରୁ କରୋନା ସଂପର୍କିତ ନକଲି ଔଷଧ ଆଣି ବିତରଣ ଅଭିଯୋଗ । କେସିଙ୍ଗା ସ୍ଥିତ ବିଜୟ ଫାର୍ମାସିଟିକାଲ ଓ ଧର୍ମଗଡ ସ୍ଥିତ ଜୟହୀନ୍ଦ ଟ୍ରେଡର୍ସ ଉପରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସ୍ଥାନୀୟ ପୋଲିସ ଚଢାଉ । କଟକ ଲିଙ୍କ୍ ପରେ ଓଡିଶା ବିଭିନ୍ନ ସ୍ଥାନରେ ବିତରଣ ସୂଚନା ଆଧାରରେ ପୋଲିସ ଚଢାଉ  କରି ଯାଞ୍ଚ କରୁଛି ।

ସେହି ପରିପ୍ରେକ୍ଷୀରେ କଳାହାଣ୍ଡିର ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା । ଗୁରୁତ୍ଵପୂର୍ଣ୍ଣ କାଗଜପତ୍ର ସହ ଔଷଧ ଜବତ କରାଯାଇଛି । ଧର୍ମଗଡରେ ମାଜିଷ୍ଟ୍ରେଟ ଦାୟିତ୍ବରେ ତହସିଲଦାର ହରେକୃଷ୍ଣ ବରିହା ଓ କେସିଙ୍ଗା ବିଡିଓ ପ୍ରଫୁଲ୍ଲ ଓଡୁ ଉପସ୍ଥିତିରେ ପୋଲିସ ଚଢାଉ ଜାରି ରହିଛି ।

   Related Posts