Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ଓଏସଏପି ଯବାନଙ୍କ ଆତ୍ମହତ୍ୟା, ଗଛରେ ଝୁଲୁଛି ମୃତଦେହ
  • ||
  • କ୍ଲାସରୁମ୍ ଭିତରକୁ ପଶିଆସିଲା ବାଘ, ଛାତ୍ରଛାତ୍ରୀଙ୍କୁ ଗୋଡାଇ ଗୋଡାଇ କଲା ଘାଇଲା
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୫କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ, ୧୦୪୯୫୯୭ରେ ପହଞ୍ଚିଲା ସଂଖ୍ୟା
  • ||
  • ମାର୍ଗଶିର ଗୁରୁବାରରେ ଲକ୍ଷ୍ମୀ ମନ୍ଦିରରୁ ଚୋରି, ନେଇଗଲେ ହୁଣ୍ଡି ଓ ସୁନା ଗହଣା
  • ||
  • ଗୁଜୁରାଟ ଦଙ୍ଗା ବେଳେ କେଉଁ ସରକାର ଥିଲା ? ସିବିଏସଇର ପ୍ରଶ୍ନକୁ ନେଇ ବିବାଦ ଜୋର
  • ||

ସାଲିଆ ସାହିରେ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଚଢାଉ, ପୋଚ ଓ ମଦ ତିଆରି ସାମଗ୍ରୀ ଜବତ

14/07/2021 at 9:39 AM

ଭୁବନେଶ୍ୱର ୧୪/ ୭ : ସାଲିଆ ସାହିରେ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଚଢାଉ । ରାଜ୍ୟ ଅବକାରୀ ଫ୍ଲାଇଙ୍ଗ ସ୍କ୍ବାଡ ଓ ଓ ଜିଲ୍ଲା ଅବକାରୀ ବିଭାଗର ମିଳିତ ଚଢାଉ । ସାଲିଆ ସାହି ବସ୍ତିରେ ଥିବା ନୟାଗଡ଼ ସାହିରେ କରାଯାଇଛି ଚଢ଼ାଉ। ୨୨ ହଜାର ଲିଟର ପୋଚ, ୧୨ ଲିଟର ଚୋରା ଦେଶୀ ମଦ ସହ ମଦ ତିଆରି ଅନ୍ୟ ସାମଗ୍ରୀ ନଷ୍ଟ କରାଯାଇଛି ।

ଘଟଣାରେ ୫ ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି । ପାଖାପାଖି ୫ ଲକ୍ଷ ଟଙ୍କାର ସାମଗ୍ରୀ ନଷ୍ଟ କରାଯାଇଛି । ଅବକାରୀ ନୀରିକ୍ଷକ ଜଗଦୀଶ ସାମଲ ଓ ଅବକାରୀ ବିଭାଗ ଡେପୁଟି ସୁପରିଟେଣ୍ଡେଣ୍ଟ ପ୍ରବୀର ସାମଲଙ୍କ ନେତୃତ୍ୱରେ ଚଢାଉ ଜାରି ।

   Related Posts