Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ଜୁଆ ଆଡ୍ଡାରେ ଚଢାଉ, ୨୨ ଜଣଙ୍କୁ ଗିରଫ କଲା ପୋଲିସ

10/09/2020 at 7:31 AM

ସମ୍ବଲପୁର ୧୦।୦୯: ସମ୍ବଲପୁର ଅଇଁଠାପାଲି ପୋଲିସକୁ ବଡ ସଫଳତା । ଏକାସାଙ୍ଗରେ ୨୨ ଜଣଙ୍କୁ ଗିରଫ କରିଛି ଅଇଁଠାପାଲି ଥାନା ପୋଲିସ ।

ଜୁଆ ଆଡ୍ଡାରେ ଚଢାଉ କରି ଏକା ସାଙ୍ଗରେ ୨୨ ଜଣଙ୍କୁ ଗିରଫ କରିଛି ପୋଲିସ । ଏମାନଙ୍କଠାରୁ ୨୦ଟି ମୋବାଇଲ ଫୋନ ଜବତ କରିବା ସହ ୨ ଲକ୍ଷ ୯୯ ହଜାର ୨୨୦ ଟଙ୍କା ଜବତ ହୋଇଛି । ଏମାନଙ୍କ ମଧ୍ୟରେ ହୀରାକୁଦ, ଝାରସୁଗୁଡା, ବ୍ରଜରାଜନଗର ଓ ସମ୍ବଲପୁର ସହରର ବିଭିନ୍ନ ଅଂଚଳର ପେଶାଦାର ଜୁଆଡି ସାମିଲ ଅଛନ୍ତି ।

   Related Posts