Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||
  • ଭୁବନେଶ୍ବର : ଦଳବିରୋଧୀ କାର୍ଯ୍ୟ ପାଇଁ ସୁନ୍ଦରଗଡର ୨ ବିଜେଡି ନେତା ନିଲମ୍ବିତ
  • ||
  • ପୁରୀ : ଶ୍ରୀମନ୍ଦିରରେ ବଢିଲା କଟକଣା : ସପ୍ତାହର ୨ଦିନ ଦର୍ଶନ ବନ୍ଦ, ବାହାର ଭକ୍ତଙ୍କ ପାଇଁ RTPCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||

ବେଆଇନ୍‌ କାଠ ମିଲ୍‌ରେ ରେଡ୍‌, ଜବତ ହେଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

7/04/2021 at 12:53 PM

ଭଦ୍ରକ ୦୭।୦୪: ବେଆଇନ୍‌ କାଠ ମିଲ୍‌ ଉପରେ ଭିଜିଲାନ୍ସ ଓ ବନବିଭାଗର ମିଳିତ ଚଢାଉ । ଲକ୍ଷାଧିକ ଟଙ୍କାର କାଠ ସହ ଯନ୍ତ୍ରପାତି ଜବତ ହୋଇଛି । ଭଦ୍ରକ ଜିଲ୍ଲା ଧାମନଗର ବ୍ଲକରେ ଏହି ଚଢାଉ ହୋଇଛି ।

ଖବର ଅନୁଯାୟୀ, ଧାମନଗର ବ୍ଲକ ହବିବନଗର ଠାରେ ଦୀର୍ଘ ଦିନ ଧରି ବେଆଇନ୍‌ ଭାବେ କରତକଳ ଚାଲିଥିଲା । ଯାହାର ଖବର ପାଇଥିଲା ବନବିଭାଗ । ଏନେଇ ଭିଜିଲାନ୍ ଓ ବନବିଭାଗ ପକ୍ଷରୁ ମିଳିତ ଭାବେ ଚଢାଉ କରାଯାଇଥିଲା । ଏହି ଚଢାଉରେ ଲକ୍ଷାଧିକ ଟଙ୍କାର ବେଆଇନ କାଠକୁ ଜବତ କରିବା ସହ ମିଲ୍‌ରେ ବ୍ୟବହୃତ ଯନ୍ତ୍ରପାତିକୁ ଜବତ କରାଯାଇଥିବାର ସୂଚନା ମିଳିଛି ।

   Related Posts