Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ଝାରସୁଗୁଡ଼ାରେ ପହଞ୍ଚିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କଣ ରହିଛି କାର୍ଯ୍ୟକ୍ରମ ?

8/11/2021 at 11:13 PM

ଝାରସୁଗୁଡା ୦୮/୧୧: ଝାରସୁଗୁଡାକୁ ଦୁଇ ଦିନିଆ ଗସ୍ତରେ ପହଞ୍ଚିଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ନୂଆଦିଲ୍ଲୀରୁ ଆସି ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିବା ପରେ ବିଜେପି ପକ୍ଷରୁ କେନ୍ଦ୍ରମନ୍ତ୍ରୀ ସ୍ୱାଗତ କରାଯାଇଛି । ସାଂସଦ ସୁରେଶ ପୂଜାରୀ, ସାଂସଦ ନୀତିଶ ଗଙ୍ଗଦେବ, ବିଧାୟକ ଜୟନାରାୟଣ ମିଶ୍ର, ନାଉରି ନାଏକ, କୁସୁମ ଟେଟେ, ଶଙ୍କର କେରକେଟାଙ୍କ ସହ ବହୁ ବିଜେପି କର୍ମୀ, ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା ରେଳମନ୍ତ୍ରୀଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଛନ୍ତି ।

ସୋମବାର ସନ୍ଧ୍ୟାରେ ରେଳ ବିଭାଗର ବିକାଶ ସମ୍ପର୍କରେ ପୂର୍ବତଟ ରେଳବାଇ, ଦକ୍ଷିଣ ପୂର୍ବ ରେଳବାଇ, ଦକ୍ଷିଣ କେନ୍ଦ୍ର ରେଳବାଇର ଅଧିକାରୀଙ୍କ ସହ ସମୀକ୍ଷା ସମୟରେ ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାପାଳ ଯୋଗଦେଇଥିଲେ। । ଆସନ୍ତାକାଲି ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ପଶ୍ଚିମ ପ୍ରାନ୍ତଃ ବୈଠକ ସକାଳ ୮ଟା ରୁ ଦିନ ୩ଟା ପର୍ଯ୍ୟନ୍ତ ହେବ ।

ଏଥିରେ ଆରଏସଏସର ସର୍ବଭାରତୀୟ ନେତୃବୃନ୍ଦଙ୍କ ସହ ରାଜ୍ୟ ମୁଖିଆଙ୍କୁ ମିଶାଇ ୭ ଜଣ ଯୋଗଦେବେ । ଅନ୍ୟମାନଙ୍କ ମଧ୍ୟରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ବୈଜୟନ୍ତ ପଣ୍ଡା, କନକ ବର୍ଦ୍ଧନ ସିଂହଦେଓଙ୍କ ସହ ୧୨ ଜଣ ବିଜେପି ନେତା ଯୋଗଦେବେ ।

   Related Posts