Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||

ରେଳ କର୍ମଚାରୀଙ୍କ ପାଇଁ ନିର୍ମଳା ସୀତାରମଣଙ୍କର ବଡ ଘୋଷଣା , ମିଳିବ ୭୮ ଦିନର ବୋନସ

18/09/2019 at 3:09 PM

ନୂଆଦିଲ୍ଲୀ -ରେଳ କର୍ମଚାରୀଙ୍କ ପାଇଁ ନିର୍ମଳା ସୀତାରମଣଙ୍କର ବଡ ଘୋଷଣା , ମିଳିବ ୭୮ ଦିନର ବୋନସ ।

ଅର୍ଥ ବ୍ୟବସ୍ଥାରେ ଆସିଥିବା ମାନ୍ଦାବସ୍ଥା ଦୂର କରିବା ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓ ପ୍ରକାଶ ଜାବେଡକର ବଡ ଘୋଷଣା କରିଛନ୍ତି । ଦିଲ୍ଲୀର ନ୍ୟାଶନାଲ ମିଡିଆ ସେଣ୍ଟରରେ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଇଥିଲା । ଏଥିରେ ରେଳ କର୍ମଚାରୀମାନଙ୍କୁ ୭୮ ଦିନର ବୋନସ ବିଷୟରେ ସୂଚନା ଦିଆଯାଇଛି । ଏଥିଯୋଗୁଁ ୧୧ ଲକ୍ଷ ରେଳ କର୍ମଚାରୀ ଉପକୃତ ହେବେ ।

   Related Posts