Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ରେଳ ଧାରଣା ତଦାରଖ ବେଳେ ଟ୍ରାକ୍‌ରେ ଫସିଗଲେ କନିଷ୍ଠ ଯନ୍ତ୍ରୀ, ଧକ୍କା ଦେଲା ଟ୍ରେନ୍

9/10/2020 at 2:47 PM

କେନ୍ଦୁଝର ୯।୧୦: କେନ୍ଦୁଝରରେ ଟ୍ରେନ୍ ଧକ୍କାରେ ରେଲୱେ କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ ହୋଇଛି । କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ୍ ଢେଙ୍କିକୋଟ ପାଣ୍ଡି ଅନ୍ତର୍ଗତ ସୀତାବିଞ୍ଜ ରେଳ ଷ୍ଟେସନ ନିକଟରେ ଟ୍ରେନ୍ ଧକ୍କାରେ ରେଲୱେ କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତ ଯନ୍ତ୍ରୀ ହେଲେ କେନ୍ଦୁଝର ପୁରୁଣାବଜାରର ସନ୍ତୋଷ କୁମାର ଦାସ ବୋଲି ଜଣାପଡିଛି । 

ରେଳ ଲାଇନ ତଦାରଖ କରୁଥିବା ବେଳେ ଟ୍ରାକରେ ଫସି ଯାଇଥିଲେ । ଠିକ୍ ସେହି ମସୟରେ ୨ଟି ଟ୍ରେନ୍ ସେହି ସ୍ଥାନରେ କ୍ରସ୍ କରିବା ସହ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ଶରୀର ଖଣ୍ଡ ବିଖଣ୍ଡ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।  ଖବର ପାଇ ଘଟଣା ସ୍ଥଳରେ ଢେଙ୍କିକୋଟ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି।

   Related Posts